1 Kings 18:38 — Compare Translations
5 translations compared side by side
Odia - 1840
"ସେତବେେଳେ ସଦାପ୍ରଭୁଙ୍କ ପ୍ ରରେିତ ଅଗ୍ନି ପ୍ରଜ୍ଜଳିତ ହେଲା ଓ ସହେି ଅଗ୍ନି ହାମାେର୍ଥକ ବଳି, କାଠ, ପ୍ରସ୍ତର, ଧୂଳି ଗ୍ରାସ କରି ୟଜ୍ଞବଦେୀର ଗ୍ଭରିପାଖ ରେ ଥିବା ଖାଇର ଜଳକୁ ଶୁଷ୍କ କରି ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସଦାପ୍ରଭୁଙ୍କ ଅଗ୍ନି ପତିତ ହୋଇ ହୋମାର୍ଥକ ବଳି ଓ କାଷ୍ଠ ଓ ପ୍ରସ୍ତରସବୁ ଓ ଧୂଳି ଗ୍ରାସ କରି ଖାଇରେ ଥିବା ଜଳ ଚାଟି ପକାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ସଦାପ୍ରଭୁଙ୍କ ପ୍ରେରିତ ଅଗ୍ନି ପ୍ରଜ୍ୱଳିତ ହେଲା ଓ ସେହି ଅଗ୍ନି ହୋମାର୍ଥକ ବଳି, କାଠ, ପ୍ରସ୍ତର, ଧୂଳି ଗ୍ରାସ କରି ଯଜ୍ଞବେଦିର ଗ୍ଭରିପାଖରେ ଥିବା ଖାଇର ଜଳକୁ ଶୁଷ୍କ କରି ଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସଦାପ୍ରଭୁଙ୍କ ଅଗ୍ନି ପତିତ ହୋଇ ହୋମାର୍ଥକ ବଳି, କାଷ୍ଠ, ପ୍ରସ୍ତରସବୁ, ଧୂଳି ଗ୍ରାସ କରି ଖାଇରେ ଥିବା ଜଳ ଚାଟି ପକାଇଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସଦାପ୍ରଭୁଙ୍କ ଅଗ୍ନି ପତିତ ହୋଇ ହୋମାର୍ଥକ ବଳି, କାଷ୍ଠ, ପ୍ରସ୍ତରସବୁ, ଧୂଳି ଗ୍ରାସ କରି ଖାଇରେ ଥିବା ଜଳ ଚାଟି ପକାଇଲା।