1 Kings 18:39 — Compare Translations
5 translations compared side by side
Odia - 1840
"ଏହା ଦେଖି ସମଗ୍ର ଲୋକ ଭୂମିରେ ମୁଣ୍ତ ନୁଆଁଇ କହିଲେ, ସଦାପ୍ରଭୁ ହିଁ ପରମେଶ୍ବର, ସଦାପ୍ରଭୁ ହିଁ ପରମେଶ୍ବର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସମଗ୍ର ଲୋକ ଏହା ଦେଖି ମୁହଁ ମାଡ଼ି ପଡ଼ି କହିଲେ, ସଦାପ୍ରଭୁ ହିଁ ପରମେଶ୍ଵର, ସଦାପ୍ରଭୁ ହିଁ ପରମେଶ୍ଵର ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଦେଖି ସମଗ୍ର ଲୋକ ଭୂମିରେ ମୁଣ୍ତ ନୁଆଁଇ କହିଲେ, “ସଦାପ୍ରଭୁ ହିଁ ପରମେଶ୍ୱର, ସଦାପ୍ରଭୁ ହିଁ ପରମେଶ୍ୱର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସମଗ୍ର ଲୋକ ଏହା ଦେଖି ମୁହଁ ମାଡ଼ି ପଡ଼ି କହିଲେ, “ସଦାପ୍ରଭୁ ହିଁ ପରମେଶ୍ୱର, ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସମଗ୍ର ଲୋକ ଏହା ଦେଖି ମୁହଁ ମାଡ଼ି ପଡ଼ି କହିଲେ, “ସଦାପ୍ରଭୁ ହିଁ ପରମେଶ୍ୱର, ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି।”