1 Kings 18:4 — Compare Translations
5 translations compared side by side
Odia - 1840
"ପୁଣି ଯେଉଁ ସମୟରେ ଈଷବଲେ ସଦାପ୍ରଭୁଙ୍କ ଭବିଷ୍ଯଦ୍ବକ୍ତାମାନଙ୍କୁ ସଂହାର କରୁଥିଲେ ସେ ସମୟରେ ଓବଦିଯ ଏକଶତ ଭବିଷ୍ଯତ୍ବକ୍ତାଙ୍କୁ ନଇେ ପଗ୍ଭଶ ଜଣ କରି ଗୋଟିଏ ଗହ୍ବର ମଧିଅରେ ଲୁଗ୍ଭଇ ରଖି ସମାନଙ୍କେୁ ଅନ୍ନ ଜଳ ଦଇେ ପ୍ରତିପାଳନ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେଉଁ ସମୟରେ ଈଷେବଲ୍ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ଉଚ୍ଛିନ୍ନ କରୁଥିଲା, ସେସମୟରେ ଓବଦୀୟ ଏକଶତ ଭବିଷ୍ୟଦ୍ବକ୍ତାଙ୍କୁ ନେଇ ପଚାଶ ପଚାଶ ଜଣ କରି ଗହ୍ଵର ମଧ୍ୟରେ ଲୁଚାଇ ରଖି ଅନ୍ନ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲା ।)
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯେଉଁ ସମୟରେ ଈଷେବଲ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ସଂହାର କରୁଥିଲେ ସେ ସମୟରେ ଓବଦିୟ ଏକଶତ ଭବିଷ୍ୟଦ୍ବକ୍ତାଙ୍କୁ ନେଇ ପଗ୍ଭଶ୍ ଜଣ କରି ଗୋଟିଏ ଗହ୍ୱର ମଧ୍ୟରେ ଲୁଗ୍ଭଇ ରଖି ସେମାନଙ୍କୁ ଅନ୍ନ ଜଳ ଦେଇ ପ୍ରତିପାଳନ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁ ସମୟରେ ଈଷେବଲ୍ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ଉଚ୍ଛିନ୍ନ କରୁଥିଲା, ସେସମୟରେ ଓବଦୀୟ ଏକ ଶହ ଭବିଷ୍ୟଦ୍ବକ୍ତାଙ୍କୁ ନେଇ ପଚାଶ ପଚାଶ ଜଣ କରି ଗହ୍ୱର ମଧ୍ୟରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲା।)
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁ ସମୟରେ ଈଷେବଲ୍ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ଉଚ୍ଛିନ୍ନ କରୁଥିଲା, ସେସମୟରେ ଓବଦୀୟ ଏକଶତ ଭବିଷ୍ୟଦ୍ବକ୍ତାଙ୍କୁ ନେଇ ପଚାଶ ପଚାଶ ଜଣ କରି ଗହ୍ୱର ମଧ୍ୟରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲା)।