1 Kings 18:41 — Compare Translations
5 translations compared side by side
Odia - 1840
"ତତ୍ପରେ ଏଲିଯ ରାଜା ଆହାବ୍ଙ୍କୁ କହିଲେ, ବର୍ତ୍ତମାନ ତୁମ୍ଭେ ୟାଇ ପାନ, ଭୋଜନ କର। କାରଣ ପ୍ରବଳ ବର୍ଷା ଆସୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ଏଲୀୟ ଆହାବଙ୍କୁ କହିଲେ, ତୁମ୍ଭେ ଉଠି ଯାଇ ଭୋଜନ ପାନ କର; କାରଣ ଅତିଶୟ ବୃଷ୍ଟିର ଶଦ୍ଦ ହେଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପୁନର୍ବାର ବର୍ଷାର ଆଗମନ ତତ୍ପରେ ଏଲିୟ ରାଜା ଆହାବଙ୍କୁ କହିଲେ, “ବର୍ତ୍ତମାନ ତୁମ୍ଭେ ଯାଇ ଭୋଜନପାନ କର। କାରଣ ପ୍ରବଳ ବର୍ଷା ଆସୁଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଏଲୀୟ ଆହାବଙ୍କୁ କହିଲେ, “ତୁମ୍ଭେ ଉଠିଯାଇ ଭୋଜନପାନ କର; କାରଣ ଅତିଶୟ ବୃଷ୍ଟିର ଶବ୍ଦ ହେଉଅଛି।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଏଲୀୟ ଆହାବଙ୍କୁ କହିଲେ, “ତୁମ୍ଭେ ଉଠି ଯାଇ ଭୋଜନ ପାନ କର; କାରଣ ଅତିଶୟ ବୃଷ୍ଟିର ଶବ୍ଦ ହେଉଅଛି।”