1 Kings 18:42 — Compare Translations

5 translations compared side by side

Odia - 1840
"ତେଣୁ ରାଜା ଆହାବ୍ ଭୋଜନ ନିମନ୍ତେ ଗଲେ। ଏଲିଯ କର୍ମିଲ ପର୍ବତର ଉପରକୁ ଚଢି଼ଲେ ଆଶା ରେ ପଡିଲେ ଏବଂ ଆପଣା ଆଣ୍ଠୁ ମଧିଅରେ ମୁଣ୍ତ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଆହାବ ଭୋଜନ ପାନ କରିବାକୁ ଉଠିଗଲେ । ପୁଣି ଏଲୀୟ କର୍ମିଲର ଶୃଙ୍ଗକୁ ଯାଇ ଭୂମିରେ ନଇଁପଡ଼ି ଆପଣା ଆଣ୍ଠୁ ମଧ୍ୟରେ ମୁଖ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ରାଜା ଆହାବ ଭୋଜନ ନିମନ୍ତେ ଗଲେ। ଏଲିୟ କର୍ମିଲ ପର୍ବତର ଉପରକୁ ଚଢ଼ିଲେ ଆଶାରେ ପଡ଼ିଲେ ଏବଂ ଆପଣା ଆଣ୍ଠୁ ମଧ୍ୟରେ ମୁଣ୍ତ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଆହାବ ଭୋଜନପାନ କରିବାକୁ ଉଠିଗଲେ। ପୁଣି, ଏଲୀୟ କର୍ମିଲର ଶୃଙ୍ଗକୁ ଯାଇ ଭୂମିରେ ନଇଁପଡ଼ି ଆପଣା ଆଣ୍ଠୁ ମଧ୍ୟରେ ମୁଖ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଆହାବ ଭୋଜନ ପାନ କରିବାକୁ ଉଠିଗଲେ। ପୁଣି, ଏଲୀୟ କର୍ମିଲର ଶୃଙ୍ଗକୁ ଯାଇ ଭୂମିରେ ନଇଁପଡ଼ି ଆପଣା ଆଣ୍ଠୁ ମଧ୍ୟରେ ମୁଖ ରଖିଲେ।