1 Kings 18:44 — Compare Translations
5 translations compared side by side
Odia - 1840
"ସପ୍ତମ ଥର ରେ ସବେକ ଫରେିଆସି କହିଲା, ମୁଁ ମନୁଷ୍ଯର ହାତମୁଠା ସଦୃଶ ଖଣ୍ଡେ କ୍ଷୁଦ୍ର ମେଘ ସମୁଦ୍ରରୁ ଉଠିବାପରି ଦେଖୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ସପ୍ତମ ଥର କହିଲା, ଦେଖନ୍ତୁ, ମନୁଷ୍ୟର ହାତ ପରି ଖଣ୍ତେ କ୍ଷୁଦ୍ର ମେଘ ସମୁଦ୍ରରୁ ଉଠୁଅଛି । ଏଥିରେ ଏଲୀୟ କହିଲେ, ଉଠିଯାଇ ଆହାବଙ୍କୁ କୁହ, ବୃଷ୍ଟି ଯେପରି ତୁମ୍ଭକୁ ନ ଅଟକାଏ, ଏଥିପାଇଁ ରଥ ପ୍ରସ୍ତୁତ କରି ତଳକୁ ଯାଅ ।
Odia Bible ERV 2004 (ପବିତ୍ର ବାଇବଲ)
ସପ୍ତମ ଥରରେ ସେବକ ଫେରି ଆସି କହିଲା, “ମୁଁ ମନୁଷ୍ୟର ହାତମୁଠା ସଦୃଶ ଖଣ୍ଡେ କ୍ଷୁଦ୍ର ମେଘ ସମୁଦ୍ରରୁ ଉଠିବାପରି ଦେଖୁଛି।” ବର୍ତ୍ତମାନ ଏଲିୟ ସେବକକୁ କହିଲେ, “ଯାଅ ଏବଂ ଆହାବଙ୍କୁ କୁହ: ତୁମ୍ଭର ରଥ ପ୍ରସ୍ତୁତ କରି ଘରକୁ ଗ୍ଭଲି ଯାଆନ୍ତୁ ନଚେତ୍ ବର୍ତ୍ତମାନ ବର୍ଷା ତୁମ୍ଭର ଯାତ୍ରାକୁ ଅଟକାଇବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ସପ୍ତମ ଥର କହିଲା, “ଦେଖନ୍ତୁ, ମନୁଷ୍ୟର ହାତ ପରି ଖଣ୍ଡେ କ୍ଷୁଦ୍ର ମେଘ ସମୁଦ୍ରରୁ ଉଠୁଅଛି।” ଏଥିରେ ଏଲୀୟ କହିଲେ, “ଉଠିଯାଇ ଆହାବଙ୍କୁ କୁହ, ବୃଷ୍ଟି ଯେପରି ତୁମ୍ଭକୁ ନ ଅଟକାଏ, ଏଥିପାଇଁ ରଥ ପ୍ରସ୍ତୁତ କରି ତଳକୁ ଯାଅ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ସପ୍ତମ ଥର କହିଲା, “ଦେଖନ୍ତୁ, ମନୁଷ୍ୟର ହାତ ପରି ଖଣ୍ଡେ କ୍ଷୁଦ୍ର ମେଘ ସମୁଦ୍ରରୁ ଉଠୁଅଛି।” ଏଥିରେ ଏଲୀୟ କହିଲେ, “ଉଠିଯାଇ ଆହାବଙ୍କୁ କୁହ, ବୃଷ୍ଟି ଯେପରି ତୁମ୍ଭକୁ ନ ଅଟକାଏ, ଏଥିପାଇଁ ରଥ ପ୍ରସ୍ତୁତ କରି ତଳକୁ ଯାଅ।”