1 Kings 18:45 — Compare Translations
5 translations compared side by side
Odia - 1840
"ଅଳ୍ପକ୍ଷଣ ପରେ ଆକାଶ କଳା ମେଘ ରେ ଆବୃତ ହାଇେ ପବନ ବହି ପ୍ରବଳ ବୃଷ୍ଟି ଆରମ୍ଭ ହାଇଗେଲା। ଆହାବ୍ ତାଙ୍କର ରଥରେ ବସି ୟିଷ୍ରିଯଲକେୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଅଳ୍ପକ୍ଷଣ ମଧ୍ୟରେ ମେଘ ଓ ବାୟୁରେ ଆକାଶ କଳା ହୋଇଗଲା ଓ ମହାବୃଷ୍ଟି ହେଲା । ପୁଣି ଆହାବ ରଥରେ ଚଢ଼ି ଯିଷ୍ରିୟେଲକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅଳ୍ପକ୍ଷଣ ପରେ ଆକାଶ କଳା ମେଘରେ ଆବୃତ ହୋଇ ପବନ ବହି ପ୍ରବଳ ବୃଷ୍ଟି ଆରମ୍ଭ ହୋଇଗଲା। ଆହାବ ତାଙ୍କର ରଥରେ ବସି ଯିଷ୍ରିୟେଲକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଅଳ୍ପକ୍ଷଣ ମଧ୍ୟରେ ମେଘ ଓ ବାୟୁରେ ଆକାଶ କଳା ହୋଇଗଲା ଓ ମହାବୃଷ୍ଟି ହେଲା। ପୁଣି, ଆହାବ ରଥରେ ଚଢ଼ି ଯିଷ୍ରିୟେଲକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଅଳ୍ପକ୍ଷଣ ମଧ୍ୟରେ ମେଘ ଓ ବାୟୁରେ ଆକାଶ କଳା ହୋଇଗଲା ଓ ମହାବୃଷ୍ଟି ହେଲା। ପୁଣି, ଆହାବ ରଥରେ ଚଢ଼ି ଯିଷ୍ରିୟେଲକୁ ଗଲେ।