1 Kings 18:5 — Compare Translations
5 translations compared side by side
Odia - 1840
"ଆହାବ୍ ଓବଦିଯକୁ କହିଲେ, ମାେ ସହିତ ଆସ, ଆସ ୟିବା ଏବଂ ଦେଶର ସବୁ ଝରଣା ଓ ନଦୀ କୂଳ ଦେଖିବା। ଆମ୍ଭେ ଯଦି ଆମ୍ଭର ଅଶ୍ବଗୁଡିକ ଓ ଗଧମାନଙ୍କ ପାଇଁ ପ୍ରଚୁର ଘାସ ପାଇ ପାରିବା ତବେେ ଆମ୍ଭେ ଆମ୍ଭର ପଶୁମାନଙ୍କୁ ବଧ କରିବାକୁ ପଡିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆହାବ ଓବଦୀୟକୁ କହିଲେ, ଦେଶ ମଧ୍ୟ ଦେଇ ସବୁ ଜଳ-ନିର୍ଝର ଓ ସବୁ ନଦୀ ନିକଟକୁ ଯାଅ; ହୋଇପାରେ, ଆମ୍ଭେମାନେ ଅଶ୍ଵ ଓ ଖଚରମାନଙ୍କୁ ବଞ୍ଚାଇ ରଖିବା ପାଇଁ ତୃଣ ପାଇ ପାରିବା, ତାହାହେଲେ ପଶୁମାନଙ୍କୁ ହରାଇବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆହାବ ଓବଦିୟକୁ କହିଲେ, “ମୋ’ ସହିତ ଆସ, ଆସ ଯିବା ଏବଂ ଦେଶର ସବୁ ଝରଣା ଓ ନଦୀ କୂଳ ଦେଖିବା। ଆମ୍ଭେ ଯଦି ଆମ୍ଭର ଅଶ୍ୱଗୁଡ଼ିକ ଓ ଗଧମାନଙ୍କ ପାଇଁ ପ୍ରଚୁର ଘାସ ପାଇ ପାରିବା ତେବେ ଆମ୍ଭେ ଆମ୍ଭର ପଶୁମାନଙ୍କୁ ବଧ କରିବାକୁ ପଡ଼ିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆହାବ ଓବଦୀୟକୁ କହିଲେ, “ଦେଶ ମଧ୍ୟଦେଇ ସବୁ ଜଳ ନିର୍ଝର ଓ ସବୁ ନଦୀ ନିକଟକୁ ଯାଅ; ହୋଇପାରେ, ଆମ୍ଭେମାନେ ଅଶ୍ୱ ଓ ଖଚରମାନଙ୍କୁ ବଞ୍ଚାଇ ରଖିବା ପାଇଁ ତୃଣ ପାଇ ପାରିବା, ତାହାହେଲେ ପଶୁମାନଙ୍କୁ ହରାଇବା ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆହାବ ଓବଦୀୟକୁ କହିଲେ, “ଦେଶ ମଧ୍ୟ ଦେଇ ସବୁ ଜଳ ନିର୍ଝର ଓ ସବୁ ନଦୀ ନିକଟକୁ ଯାଅ; ହୋଇପାରେ, ଆମ୍ଭେମାନେ ଅଶ୍ୱ ଓ ଖଚରମାନଙ୍କୁ ବଞ୍ଚାଇ ରଖିବା ପାଇଁ ତୃଣ ପାଇ ପାରିବା, ତାହାହେଲେ ପଶୁମାନଙ୍କୁ ହରାଇବା ନାହିଁ।”