1 Kings 18:6 — Compare Translations
5 translations compared side by side
Odia - 1840
"ସମାନଙ୍କେ ମଧ୍ଯରୁ ପ୍ରେତ୍ୟକକ ଲୋକ ଦେଶ ମଧିଅରେ ଗୋଟିଏ ଗୋଟିଏ ପ୍ରାନ୍ତକୁ ଜଳର ଅନ୍ବଷେଣ କରିବାକୁ ଗଲେ। ଆହାବ୍ ଗୋଟିଏ ଦିଗ ରେ ଓ ଓବଦିଯ ଅନ୍ୟ ଦିଗ ରେ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ସବୁଆଡ଼େ ଯିବା ପାଇଁ ଆପଣାମାନଙ୍କ ମଧ୍ୟରେ ଦେଶ ବିଭାଗ କଲେ; ଆହାବ ଆପେ ଏକଆଡ଼େ ଗଲେ ଓ ଓବଦୀୟ ଆପେ ଅନ୍ୟ ଆଡ଼େ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ମଧ୍ୟରୁ ପ୍ରତ୍ୟେକ ଲୋକ ଦେଶ ମଧ୍ୟରେ ଗୋଟିଏ ଗୋଟିଏ ପ୍ରାନ୍ତକୁ ଜଳର ଅନ୍ୱେଷଣ କରିବାକୁ ଗଲେ। ଆହାବ ଗୋଟିଏ ଦିଗରେ ଓ ଓବଦିୟ ଅନ୍ୟ ଦିଗରେ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ସବୁଆଡ଼େ ଯିବା ପାଇଁ ଆପଣାମାନଙ୍କ ମଧ୍ୟରେ ଦେଶ ବିଭାଗ କଲେ; ଆହାବ ଆପେ ଏକଆଡ଼େ ଗଲେ ଓ ଓବଦୀୟ ଆପେ ଅନ୍ୟଆଡ଼େ ଗଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ସବୁଆଡ଼େ ଯିବା ପାଇଁ ଆପଣାମାନଙ୍କ ମଧ୍ୟରେ ଦେଶ ବିଭାଗ କଲେ; ଆହାବ ଆପେ ଏକଆଡ଼େ ଗଲେ ଓ ଓବଦୀୟ ଆପେ ଅନ୍ୟ ଆଡ଼େ ଗଲା।