1 Kings 18:7 — Compare Translations
5 translations compared side by side
Odia - 1840
"ଓବଦିଯ ପଥ ମଧିଅରେ ଯାଉ ଯାଉ ଏଲିଯଙ୍କୁ ଭଟେିଲେ। ସେ ସଙ୍ଗେ ସଙ୍ଗେ ଏଲିଯଙ୍କୁ ଚିହ୍ନିଲେ ଓ ମୁଣ୍ତ ନିଆଁଇ ପ୍ରଣାମ କରି କହିଲେ, ତୁମ୍ଭେ କ'ଣ ମାରେ ମହାଶୟ ଏଲିଯ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓବଦୀୟ ପଥରେ ଯାଉ ଯାଉ ଦେଖ, ଏଲୀୟ ତାହାକୁ ଭେଟିଲେ; ତହୁଁ ଓବଦୀୟ ତାଙ୍କୁ ଚିହ୍ନି ମୁହଁ ମାଡ଼ି ପଡ଼ି କହିଲା, ଆପଣ କʼଣ ମୋʼ ପ୍ରଭୁ ଏଲୀୟ?
Odia Bible ERV 2004 (ପବିତ୍ର ବାଇବଲ)
ଓବଦିୟ ପଥ ମଧ୍ୟରେ ଯାଉ ଯାଉ ଏଲିୟଙ୍କୁ ଭେଟିଲେ। ସେ ସଙ୍ଗେ ସଙ୍ଗେ ଏଲିୟଙ୍କୁ ଚିହ୍ନିଲେ ଓ ମୁଣ୍ତ ନୁଆଁଇ ପ୍ରଣାମ କରି କହିଲେ, “ତୁମ୍ଭେ କ’ଣ ମୋର ମହାଶୟ ଏଲିୟ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓବଦୀୟ ପଥରେ ଯାଉ ଯାଉ ଦେଖ, ଏଲୀୟ ତାହାକୁ ଭେଟିଲେ; ତହୁଁ ଓବଦୀୟ ତାଙ୍କୁ ଚିହ୍ନି ମୁହଁ ମାଡ଼ି ପଡ଼ି କହିଲା, “ଆପଣ କʼଣ ମୋʼ ପ୍ରଭୁ ଏଲୀୟ?”
Odia IRV 2017 (ଓଡିଆ ବାଇବେଲ)
ଓବଦୀୟ ପଥରେ ଯାଉ ଯାଉ ଦେଖ, ଏଲୀୟ ତାହାକୁ ଭେଟିଲେ; ତହୁଁ ଓବଦୀୟ ତାଙ୍କୁ ଚିହ୍ନି ମୁହଁ ମାଡ଼ି ପଡ଼ି କହିଲା, “ଆପଣ କ’ଣ ମୋ’ ପ୍ରଭୁ ଏଲୀୟ?”