1 Kings 18:8 — Compare Translations

5 translations compared side by side

Odia - 1840
"ଏଲିଯ ତହୁଁ ଉତ୍ତର କଲେ, ହଁ, ମୁଁ ଏଲିଯ, ୟାଅ ତୁମ୍ଭ ମୁନିବଙ୍କୁ ଜଣାଅ ମୁଁ ଏଠା ରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ଉତ୍ତର କଲେ; ହଁ, ମୁଁ; ଯାଅ, ତୁମ୍ଭ ପ୍ରଭୁକୁ କୁହ, ଦେଖ, ଏଲୀୟ ଏଠାରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏଲିୟ ତହୁଁ ଉତ୍ତର କଲେ, “ହଁ, ମୁଁ ଏଲିୟ, ଯାଅ ତୁମ୍ଭ ମୁନିବଙ୍କୁ ଜଣାଅ ମୁଁ ଏଠାରେ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ଉତ୍ତର କଲେ; “ହଁ, ମୁଁ; ଯାଅ, ତୁମ୍ଭ ପ୍ରଭୁକୁ କୁହ, ‘ଦେଖ, ଏଲୀୟ ଏଠାରେ ଅଛନ୍ତି।’”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ଉତ୍ତର କଲେ; “ହଁ, ମୁଁ; ଯାଅ, ତୁମ୍ଭ ପ୍ରଭୁକୁ କୁହ, ଦେଖ, ଏଲୀୟ ଏଠାରେ ଅଛନ୍ତି।”