1 Kings 18:9 — Compare Translations

5 translations compared side by side

Odia - 1840
"ତା'ପରେ ଓବଦିଯ କହିଲେ, ଯଦି ମୁଁ ଆହାବ୍ଙ୍କୁ ତୁମ୍ଭର ଉପସ୍ଥିତି କ ହେ, ତବେେ ସେ ମାେତେ ବଧ କରିବେ। ମୁଁ ତ ତୁମ୍ଭ ନିକଟରେ କିଛି ଅପରାଧ କରି ନାହିଁ, ତବେେ ତୁମ୍ଭେ ମାେତେ କାହିଁକି ମରାଇବାକୁ ଇଚ୍ଛା କରୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ କହିଲା, ମୁଁ କି ବିଷୟରେ ପାପ କଲି ଯେ, ଆପଣ ଆପଣା ଦାସ ମୋତେ ବଧ କରିବା ପାଇଁ ଆହାବଙ୍କ ହସ୍ତରେ ସମର୍ପଣ କରିବେ?
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଓବଦିୟ କହିଲେ, “ଯଦି ମୁଁ ଆହାବଙ୍କୁ ତୁମ୍ଭର ଉପସ୍ଥିତି କହେ, ତେବେ ସେ ମୋତେ ବଧ କରିବେ। ମୁଁ ତ ତୁମ୍ଭ ନିକଟରେ କିଛି ଅପରାଧ କରି ନାହିଁ, ତେବେ ତୁମ୍ଭେ ମୋତେ କାହିଁକି ମରାଇବାକୁ ଇଚ୍ଛା କରୁଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ କହିଲା, “ମୁଁ କିପରି ପାପ କରିଅଛି ଯେ, ଆପଣ ଆପଣା ଦାସଙ୍କୁ ବଧ କରିବା ପାଇଁ ଆହାବଙ୍କ ହସ୍ତରେ ସମର୍ପଣ କରୁଅଛନ୍ତି?
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ କହିଲା, “ମୁଁ କିପରି ପାପ କରିଅଛି ଯେ, ଆପଣ ଆପଣା ଦାସଙ୍କୁ ବଧ କରିବା ପାଇଁ ଆହାବଙ୍କ ହସ୍ତରେ ସମର୍ପଣ କରୁଅଛନ୍ତି?”