1 Kings 19:1 — Compare Translations

5 translations compared side by side

Odia - 1840
"ଆହାବ୍ ଏଲିଯଙ୍କର ସମସ୍ତ କୃତ କର୍ମର ବୃତ୍ତାନ୍ତ ଓ ସେ କିପରି ଖଡ୍ଗ ରେ ସମସ୍ତ ଭବିଷ୍ଯଦ୍ବକ୍ତାଗଣଙ୍କୁ ହତ୍ଯା କରିଥିଲେ, ସେ ସମସ୍ତ ଈଷବଲକେୁ ଜଣାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଆହାବ ଏଲୀୟଙ୍କର କୃତ ସମସ୍ତ କର୍ମର ବୃତ୍ତା; ଓ ସେ କିପରି ଖଡ଼୍‍ଗରେ ସମସ୍ତ ଭବିଷ୍ୟଦ୍ବକ୍ତାଙ୍କୁ ବଧ କରିଥିଲେ, ତାହା ଈଷେବଲ୍‍କୁ ଜଣାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହୋରେବ (ସୀନୟ) ଶୃଙ୍ଗରେ ଏଲିୟ ଆହାବ ଏଲିୟଙ୍କର ସମସ୍ତ କୃତ କର୍ମର ବୃତ୍ତାନ୍ତ ଓ ସେ କିପରି ‌‌ଖ‌ଡ଼୍‌ଗରେ ସମସ୍ତ ଭବିଷ୍ୟ‌ଦ୍‌ବକ୍ତାଗଣଙ୍କୁ ହତ୍ୟା କରିଥିଲେ, ସେ ସମସ୍ତ ଈଷେବଲକୁ ଜଣାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଆହାବ ଏଲୀୟଙ୍କର କୃତ ସମସ୍ତ କର୍ମର ବୃତ୍ତାନ୍ତ ଓ ସେ କିପରି ଖଡ୍ଗରେ ସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କୁ ବଧ କରିଥିଲେ, ତାହା ଈଷେବଲ୍‍କୁ ଜଣାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଆହାବ ଏଲୀୟଙ୍କର କୃତ ସମସ୍ତ କର୍ମର ବୃତ୍ତାନ୍ତ ଓ ସେ କିପରି ଖଡ୍ଗରେ ସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କୁ ବଧ କରିଥିଲେ, ତାହା ଈଷେବଲ୍‍କୁ ଜଣାଇଲେ।