1 Kings 19:10 — Compare Translations

5 translations compared side by side

Odia - 1840
"ଏଲିଯ ଉତ୍ତର କଲେ, ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ବର, ମୁଁ ମାରେ ସମସ୍ତ ଶକ୍ତି ସାମର୍ଥ୍ଯ ଦଇେ ତୁମ୍ଭର ସବୋ କଲି। ମାତ୍ର ଇଶ୍ରାୟେଲ ଲୋକମାନେ ତୁମ୍ଭର ନିଯମ ଭଂଗ କଲେ ଓ ତୁମ୍ଭର ୟଜ୍ଞବଦେୀକୁ ଧ୍ବଂସ କଲେ। ତୁମ୍ଭର ସମସ୍ତ ଭବିଷ୍ଯଦ୍ବକ୍ତାଗଣଙ୍କୁ ବଧ କଲେ। ମୁଁ କବଳେ ଅବଶିଷ୍ଟ ରହିଲି। ସମାନେେ ମାେ ପ୍ରାଣ ନବୋକୁ ମଧ୍ଯ ଅନ୍ବଷେଣ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଏଲୀୟ କହିଲେ, ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵରଙ୍କ ପକ୍ଷରେ ଅତ୍ୟ; ଉଦ୍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭର ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍ବକ୍ତାମାନଙ୍କୁ ଖଡ଼୍‍ଗରେ ବଧ କଲେ; ତହିଁରେ ମୁଁ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋʼ ପ୍ରାଣ ନେବାକୁ ଅନ୍ଵେଷଣ କରୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏଲିୟ ଉତ୍ତର କଲେ, “ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର, ମୁଁ ମୋର ସମସ୍ତ ଶକ୍ତି ସାମର୍ଥ୍ୟ ଦେଇ ତୁମ୍ଭର ସେବା କଲି। ମାତ୍ର ଇସ୍ରାଏଲର ଲୋକମାନେ ତୁମ୍ଭର ନିୟମ ଭଙ୍ଗ କଲେ ଓ ତୁମ୍ଭର ଯଜ୍ଞବେଦିକୁ ଧ୍ୱଂସ କଲେ। ତୁମ୍ଭର ସମସ୍ତ ଭବିଷ୍ୟ‌ଦ୍‌ବକ୍ତାଗଣଙ୍କୁ ବଧ କଲେ। ମୁଁ କେବଳ ଅବଶିଷ୍ଟ ରହିଲି। ସେମାନେ ମୋ’ ପ୍ରାଣ ନେବାକୁ ମଧ୍ୟ ଅନ୍ୱେଷଣ କରୁଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଏଲୀୟ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍‍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭର ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଖଡ୍ଗରେ ବଧ କଲେ; ତହିଁରେ ମୁଁ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋʼ ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଏଲୀୟ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍‍ଯୋଗୀ ହେଲି; କାରଣ ଇସ୍ରାଏଲ ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭର ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଖଡ୍ଗରେ ବଧ କଲେ; ତହିଁରେ ମୁଁ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋ’ ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”