1 Kings 19:11 — Compare Translations

5 translations compared side by side

Odia - 1840
"ତା'ପରେ ସଦାପ୍ରଭୁ ଏଲିଯକୁ କହିଲେ, ୟାଅ, ପର୍ବତ ଉପରେ ମାେ ସମ୍ମୁଖ ରେ ଛିଡା ହୁଅ। ମୁଁ ତୁମ୍ଭ ପାଖ ଦଇେ ଅତିକ୍ରମ କରିବି। ତା'ପରେ ପ୍ରବଳ ଓ ପ୍ରଚଣ୍ତ ବାଯୁ ସଦାପ୍ରଭୁଙ୍କ ସମ୍ମୁଖ ରେ ପର୍ବତଗଣଙ୍କୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ତ ବିଖଣ୍ତିତ ହେଲା। ମାତ୍ର ସଦାପ୍ରଭୁ ସହେି ବାଯୁ ରେ ନଥିଲେ। ପୁଣି ପ୍ରବଳ ପବନ ପରେ ଭୂମିକମ୍ପ ହେଲା, ମାତ୍ର ସଦାପ୍ରଭୁ ସହେି ଭୂମିକମ୍ପରେ ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେ କହିଲେ, ତୁମ୍ଭେ ବାହାର ହୋଇ ଏହି ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ଛିଡ଼ା ହୁଅ । ଆଉ ଦେଖ, ସଦାପ୍ରଭୁ ନିକଟ ଦେଇ ଗମନ କଲେ, ତହିଁରେ ପ୍ରବଳ ଓ ପ୍ରଚଣ୍ତ ବାୟୁ ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗଣକୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ତ ଖଣ୍ତ କଲା; ମାତ୍ର ସଦାପ୍ରଭୁ ସେହି ବାୟୁରେ ନ ଥିଲେ; ପୁଣି ବାୟୁ ଉତ୍ତାରେ ଭୂମିକମ୍ପ ହେଲା; ମାତ୍ର ସଦାପ୍ରଭୁ ସେହି ଭୂମିକମ୍ପରେ ନ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ ଏଲିୟଙ୍କୁ କହିଲେ, “ଯାଅ, ପର୍ବତ ଉପରେ ମୋ’ ସମ୍ମୁଖରେ ଛିଡ଼ା ହୁଅ। ମୁଁ ତୁମ୍ଭ ପାଖ ଦେଇ ଅତିକ୍ରମ କରିବି।” ତା’ପରେ ପ୍ରବଳ ଓ ପ୍ରଚଣ୍ତ ବାୟୁ ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗଣଙ୍କୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ତ ବିଖଣ୍ତିତ ହେଲା। ମାତ୍ର ସଦାପ୍ରଭୁ ସେହି ବାୟୁରେ ନ ଥିଲେ। ପୁଣି ପ୍ରବଳ ପବନ ପରେ ଭୂମିକମ୍ପ ହେଲା, ମାତ୍ର ସଦାପ୍ରଭୁ ସେହି ଭୂମିକମ୍ପରେ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେ କହିଲେ, “ତୁମ୍ଭେ ବାହାର ହୋଇ ଏହି ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୁଅ।” ଆଉ ଦେଖ, ସଦାପ୍ରଭୁ ନିକଟ ଦେଇ ଗମନ କଲେ, ତହିଁରେ ପ୍ରବଳ ଓ ପ୍ରଚଣ୍ଡ ବାୟୁ ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗଣକୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ଡ ଖଣ୍ଡ କଲା; ମାତ୍ର ସଦାପ୍ରଭୁ ସେହି ବାୟୁରେ ନ ଥିଲେ; ପୁଣି, ବାୟୁ ଉତ୍ତାରେ ଭୂମିକମ୍ପ ହେଲା; ମାତ୍ର ସଦାପ୍ରଭୁ ସେହି ଭୂମିକମ୍ପରେ ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)