1 Kings 19:12 — Compare Translations

5 translations compared side by side

Odia - 1840
"ଭୂମିକମ୍ପ ପରେ ସଠାେରେ ଅଗ୍ନି ବ୍ଯାପିଲା, ମାତ୍ର ସଦାପ୍ରଭୁ ସହେି ଅଗ୍ନି ରେ ନ ଥିଲେ। ଅଗ୍ନି ପରେ ଏକ ଶାନ୍ତ କ୍ଷୁଦ୍ର ରବ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଭୂମିକମ୍ପ ଉତ୍ତାରେ ଅଗ୍ନି ହେଲା; ମାତ୍ର ସଦାପ୍ରଭୁ ସେହି ଅଗ୍ନିରେ ନ ଥିଲେ; ପୁଣି ଅଗ୍ନି ଉତ୍ତାରେ ଏକ ଶା; କ୍ଷୁଦ୍ର ରବ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଭୂମିକମ୍ପ ପରେ ସେଠାରେ ଅଗ୍ନି ବ୍ୟାପିଲା, ମାତ୍ର ସଦାପ୍ରଭୁ ସେହି ଅଗ୍ନିରେ ନ ଥିଲେ। ଅଗ୍ନି ପରେ ଏକ ଶାନ୍ତ କ୍ଷୁଦ୍ର ରବ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଭୂମିକମ୍ପ ଉତ୍ତାରେ ଅଗ୍ନି ହେଲା; ମାତ୍ର ସଦାପ୍ରଭୁ ସେହି ଅଗ୍ନିରେ ନ ଥିଲେ; ପୁଣି, ଅଗ୍ନି ଉତ୍ତାରେ ଏକ ଶାନ୍ତ କ୍ଷୁଦ୍ର ରବ ହେଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଭୂମିକମ୍ପ ଉତ୍ତାରେ ଅଗ୍ନି ହେଲା; ମାତ୍ର ସଦାପ୍ରଭୁ ସେହି ଅଗ୍ନିରେ ନ ଥିଲେ; ପୁଣି, ଅଗ୍ନି ଉତ୍ତାରେ ଏକ ଶାନ୍ତ କ୍ଷୁଦ୍ର ରବ ହେଲା।