1 Kings 19:13 — Compare Translations
5 translations compared side by side
Odia - 1840
"ଯେତବେେଳେ ଏଲିଯ ସହେି ରବ ଶୁଣିଲେ, ସେ ନିଜ ବସ୍ତ୍ର ରେ ନିଜର ମୁଖକୁ ଆଚ୍ଛାଦନ କଲେ ଓ ଗହ୍ବରର ପ୍ରବେଶ ପଥ ନିକଟରେ ୟାଇ ଛିଡା ହେଲେ। ସହେିସ୍ବର କହିଲା, ହେ ଏଲିଯ, ତୁମ୍ଭେ ଏଠା ରେ କ'ଣ କରୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଏଲୀୟ ତାହା ଶୁଣନ୍ତେ, ଆପଣା ବସ୍ତ୍ରରେ ମୁଖ ଆଚ୍ଛାଦନ କରି ବାହାରେ ଯାଇ ଗହ୍ଵର-ମୁଖ ନିକଟରେ ଠିଆ ହେଲେ । ତହିଁରେ ଦେଖ, ଏକ ରବ ତାଙ୍କ ନିକଟରେ ଉପସ୍ଥିତ ହୋଇ କହିଲା, ଏଲୀୟ, ତୁମ୍ଭେ ଏଠାରେ କଅଣ କରୁଅଛ?
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଏଲିୟ ସେହି ରବ ଶୁଣିଲେ, ସେ ନିଜ ବସ୍ତ୍ରରେ ନିଜର ମୁଖକୁ ଆଚ୍ଛାଦନ କଲେ ଓ ଗହ୍ୱରର ପ୍ରବେଶ ପଥ ନିକଟରେ ଯାଇ ଛିଡ଼ା ହେଲେ। ସେହି ସ୍ୱର କହିଲା, “ହେ ଏଲିୟ, ତୁମ୍ଭେ ଏଠାରେ କ’ଣ କରୁଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଏଲୀୟ ତାହା ଶୁଣନ୍ତେ, ଆପଣା ବସ୍ତ୍ରରେ ମୁଖ ଆଚ୍ଛାଦନ କରି ବାହାରେ ଯାଇ ଗହ୍ୱର-ମୁଖ ନିକଟରେ ଠିଆ ହେଲେ। ତହିଁରେ ଦେଖ, ଏକ ରବ ତାଙ୍କ ନିକଟରେ ଉପସ୍ଥିତ ହୋଇ କହିଲା, “ଏଲୀୟ, ତୁମ୍ଭେ ଏଠାରେ କଅଣ କରୁଅଛ?”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଏଲୀୟ ତାହା ଶୁଣନ୍ତେ, ଆପଣା ବସ୍ତ୍ରରେ ମୁଖ ଆଚ୍ଛାଦନ କରି ବାହାରେ ଯାଇ ଗହ୍ୱର-ମୁଖ ନିକଟରେ ଠିଆ ହେଲେ। ତହିଁରେ ଦେଖ, ଏକ ରବ ତାଙ୍କ ନିକଟରେ ଉପସ୍ଥିତ ହୋଇ କହିଲା, “ଏଲୀୟ, ତୁମ୍ଭେ ଏଠାରେ କଅଣ କରୁଅଛ?”