1 Kings 19:14 — Compare Translations
5 translations compared side by side
Odia - 1840
"ଏଲିଯ କହିଲେ, ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ବର, ମୁଁ ମାରେ ସମସ୍ତ ଶକ୍ତି ଦଇେ ତୁମ୍ଭକୁ ସବୋ କଲି ମାତ୍ର ଇଶ୍ରାୟେଲ ଲୋକମାନେ ତୁମ୍ଭ ସହିତ ଯେଉଁ ନିଯମ ଥିଲା ତାକୁ ଭଙ୍ଗ କଲେ। ସମାନେେ ତୁମ୍ଭର ୟଜ୍ଞବଦେୀକୁ ଧ୍ବଂସ କଲେ। ସମାନେେ ତୁମ୍ଭର ସମସ୍ତ ଭବିଷ୍ଯଦ୍ବକ୍ତାଙ୍କୁ ବଧ କଲେ। ମୁଁ ଏକମାତ୍ର ଭବିଷ୍ଯଦ୍ବକ୍ତା ୟିଏ କି ଏ ପର୍ୟ୍ଯନ୍ତ ବଞ୍ଚିଛି। ବର୍ତ୍ତମାନ ସମାନେେ ମାେତେ ହତ୍ଯା କରିବାକୁ ଚେଷ୍ଟା କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ କହିଲେ, ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵରଙ୍କ ପକ୍ଷରେ ଅତ୍ୟ; ଉଦ୍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭ ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍ବକ୍ତାମାନଙ୍କୁ ଖଡ଼୍ଗରେ ବଧ କଲେ; ତହିଁରେ ମୁଁ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋହର ପ୍ରାଣ ନେବାକୁ ଅନ୍ଵେଷଣ କରୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏଲିୟ କହିଲେ, “ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର, ମୁଁ ମୋର ସମସ୍ତ ଶକ୍ତି ଦେଇ ତୁମ୍ଭକୁ ସେବା କଲି ମାତ୍ର ଇସ୍ରାଏଲ ଲୋକମାନେ ତୁମ୍ଭ ସହିତ ଯେଉଁ ନିୟମ ଥିଲା ତାକୁ ଭଙ୍ଗ କଲେ। ସେମାନେ ତୁମ୍ଭର ଯଜ୍ଞବେଦିକୁ ଧ୍ୱଂସ କଲେ। ସେମାନେ ତୁମ୍ଭର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କୁ ବଧ କଲେ। ମୁଁ ଏକମାତ୍ର ଭବିଷ୍ୟଦ୍ବକ୍ତା ଯିଏ କି ଏ ପର୍ଯ୍ୟନ୍ତ ବଞ୍ଚିଛି। ବର୍ତ୍ତମାନ ସେମାନେ ମୋତେ ହତ୍ୟା କରିବାକୁ ଚେଷ୍ଟା କରୁଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭ ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍ବକ୍ତାମାନଙ୍କୁ ଖଡ୍ଗରେ ବଧ କଲେ; ତହିଁରେ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋହର ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍ଯୋଗୀ ହେଲି; କାରଣ ଇସ୍ରାଏଲ ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭ ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍ବକ୍ତାମାନଙ୍କୁ ଖଡ୍ଗରେ ବଧ କଲେ; ତହିଁରେ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋହର ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”