1 Kings 19:15 — Compare Translations
5 translations compared side by side
Odia - 1840
"ତହୁଁ ସଦାପ୍ରଭୁ କହିଲେ, ତୁମ୍ଭେ ଦମ୍ମେଶକ ପ୍ରାନ୍ତରକୁ ୟାଇଥିବା ପଥରେ ଫରେିୟାଅ। ଦମ୍ମେଶକକୁ ୟାଅ ଓ ସଠାେରେ ହସାଯଲକେୁ ଅରାମର ସିଂହାସନ ରେ ଅଭିଷିକ୍ତ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସଦାପ୍ରଭୁ ତାଙ୍କୁ କହିଲେ, ଆପଣା ପଥରେ ଫେରି ଦମ୍ମେଶକ ପ୍ରାନ୍ତରକୁ ଯାଅ; ଆଉ ତୁମ୍ଭେ ସେଠାରେ ଉପସ୍ଥିତ ହେଲେ, ହସାୟେଲକୁ ଅରାମ ଉପରେ ରାଜାଭିଷିକ୍ତ କର;
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ସଦାପ୍ରଭୁ କହିଲେ, “ତୁମ୍ଭେ ଦମ୍ମେଶକ ପ୍ରାନ୍ତରକୁ ଯାଇଥିବା ପଥରେ ଫେରିଯାଅ। ଦମ୍ମେଶକକୁ ଯାଅ ଓ ସେଠାରେ ହସାୟେଲକୁ ଅରାମର ସିଂହାସନରେ ଅଭିଷିକ୍ତ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସଦାପ୍ରଭୁ ତାଙ୍କୁ କହିଲେ, “ଆପଣା ପଥରେ ଫେରି ଦମ୍ମେଶକ ପ୍ରାନ୍ତରକୁ ଯାଅ; ଆଉ ତୁମ୍ଭେ ସେଠାରେ ଉପସ୍ଥିତ ହେଲେ, ହସାୟେଲକୁ ଅରାମ ଉପରେ ରାଜାଭିଷିକ୍ତ କର;
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସଦାପ୍ରଭୁ ତାଙ୍କୁ କହିଲେ, “ଆପଣା ପଥରେ ଫେରି ଦମ୍ମେଶକ ପ୍ରାନ୍ତରକୁ ଯାଅ; ଆଉ ତୁମ୍ଭେ ସେଠାରେ ଉପସ୍ଥିତ ହେଲେ, ହସାୟେଲକୁ ଅରାମ ଉପରେ ରାଜାଭିଷିକ୍ତ କର;