1 Kings 19:16 — Compare Translations
5 translations compared side by side
Odia - 1840
"ଆଉ ନିମ୍ଶିର ପୁତ୍ର ଯହେୂକୁ ଇଶ୍ରାୟେଲ ଉପରେ ରାଜାଭିଷିକ୍ତ କର। ଆଉ ଆବଲହେୋଲା ନିବାସୀ ଶାଫଟର ପୁତ୍ର ଇଲୀଶାୟକୁ ତୁମ୍ଭ ସ୍ଥାନ ରେ ଭବିଷ୍ଯଦ୍ବକ୍ତା ରୂପେ ଅଭିଷକେ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ନିମ୍ଶିର ପୁତ୍ର ଯେହୂକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କର; ଆଉ ଆବେଲ୍ମହୋଲା ନିବାସୀ ଶାଫଟର ପୁତ୍ର ଇଲୀଶାୟକୁ ତୁମ୍ଭ ପଦରେ ଭବିଷ୍ୟଦ୍ବକ୍ତା କରି ଅଭିଷେକ କର ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ନିମ୍ଶିର ପୁତ୍ର ଯେହୂକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କର। ଆଉ ଆବେଲ୍ମହୋଲା ନିବାସୀ ଶାଫଟର ପୁତ୍ର ଇଲୀଶାୟକୁ ତୁମ୍ଭ ସ୍ଥାନରେ ଭବିଷ୍ୟଦ୍ବକ୍ତା ରୂପେ ଅଭିଷେକ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ନିମ୍ଶିର ପୁତ୍ର ଯେହୂଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କର; ଆଉ ଆବେଲ୍-ମହୋଲା ନିବାସୀ ଶାଫଟ୍ର ପୁତ୍ର ଇଲୀଶାୟଙ୍କୁ ତୁମ୍ଭ ପଦରେ ଭବିଷ୍ୟଦ୍ବକ୍ତା କରି ଅଭିଷେକ କର।
Odia IRV 2017 (ଓଡିଆ ବାଇବେଲ)
ଆଉ ନିମ୍ଶିର ପୁତ୍ର ଯେହୂଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କର; ଆଉ ଆବେଲ୍-ମହୋଲା ନିବାସୀ ଶାଫଟ୍ର ପୁତ୍ର ଇଲୀଶାୟଙ୍କୁ ତୁମ୍ଭ ପଦରେ ଭବିଷ୍ୟଦ୍ବକ୍ତା କରି ଅଭିଷେକ କର।