1 Kings 19:17 — Compare Translations
5 translations compared side by side
Odia - 1840
"ତହିଁରେ ଯେଉଁ ଲୋକ ହସାଯଲରେ ଖଡ୍ଗରୁ ବଞ୍ଚିବ ଯହେୂ ତାକୁ ବଧ କରିବ ଓ ଯେ ଯହେୂର ଖଡ୍ଗରୁ ବଞ୍ଚିବ ତାହାକୁ ଇଲୀଶାୟ ବଧ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯେଉଁ ଲୋକ ହସାୟେଲର ଖଡ଼୍ଗରୁ ବଞ୍ଚିବ, ଯେହୂ ତାହାକୁ ବଧ କରିବ ଓ ଯେ ଯେହୂର ଖଡ଼୍ଗରୁ ବଞ୍ଚିବ, ତାହାକୁ ଇଲୀଶାୟ ବଧ କରିବ⇧ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ଯେଉଁ ଲୋକ ହସାୟେଲର ଖଡ଼୍ଗରୁ ବଞ୍ଚିବ ଯେହୂ ତାକୁ ବଧ କରିବ ଓ ଯେ ଯେହୂର ଖଡ଼୍ଗରୁ ବଞ୍ଚିବ ତାହାକୁ ଇଲୀଶାୟ ବଧ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯେଉଁ ଲୋକ ହସାୟେଲର ଖଡ୍ଗରୁ ବଞ୍ଚିବ, ଯେହୂ ତାହାଙ୍କୁ ବଧ କରିବ ଓ ଯେ ଯେହୂର ଖଡ୍ଗରୁ ବଞ୍ଚିବ, ତାହାକୁ ଇଲୀଶାୟ ବଧ କରିବ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯେଉଁ ଲୋକ ହସାୟେଲର ଖଡ୍ଗରୁ ବଞ୍ଚିବ, ଯେହୂ ତାହାଙ୍କୁ ବଧ କରିବ ଓ ଯେ ଯେହୂର ଖଡ୍ଗରୁ ବଞ୍ଚିବ, ତାହାକୁ ଇଲୀଶାୟ ବଧ କରିବ।