1 Kings 19:18 — Compare Translations
5 translations compared side by side
Odia - 1840
"ମୁଁ ଇଶ୍ରାୟେଲ ରେ 7,000 ଜଣଙ୍କୁ ଛାଡି ଦବେି, ଯେଉଁମାନେ କବେେ ବାଲ୍ ଦବେତାଙ୍କୁ ପ୍ରଣାମ କରି ନାହାନ୍ତି। ଏପରିକି ସମାନେେ କବେେ ବାଲ୍ ପ୍ରତିମାକୁ ଚୁମ୍ବନ କରି ନାହାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଆମ୍ଭେ ଇସ୍ରାଏଲ ମଧ୍ୟରେ ଆପଣା ପାଇଁ ସାତ ସହସ୍ର ଲୋକ ଅବଶିଷ୍ଟ ରଖିବା, ସେ ସମସ୍ତଙ୍କ ଆଣ୍ଠୁ ବାଲ୍ ସମ୍ମୁଖରେ ନତ ହୋଇ ନାହିଁ ଓ ସେ ପ୍ରତ୍ୟେକର ମୁଖ ତାହାକୁ ଚୁମ୍ଵନ କରି ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଇସ୍ରାଏଲରେ 7000 ଜଣଙ୍କୁ ଛାଡ଼ି ଦେବି, ଯେଉଁମାନେ କେବେ ବାଲ୍ଦେବତାଙ୍କୁ ପ୍ରଣାମ କରି ନାହାନ୍ତି। ଏପରିକି ସେମାନେ କେବେ ବାଲ୍ ପ୍ରତିମାକୁ ଚୁମ୍ବନ କରି ନାହାନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଆମ୍ଭେ ଇସ୍ରାଏଲ ମଧ୍ୟରେ ଆପଣା ପାଇଁ ସାତ ସହସ୍ର ଲୋକ ଅବଶିଷ୍ଟ ରଖିବା, ଯେଉଁମାନଙ୍କର ଆଣ୍ଠୁ ବାଲ୍ ସମ୍ମୁଖରେ ନତ ହୋଇ ନାହିଁ ଓ ଯେଉଁମାନଙ୍କର ମୁଖ ତାହାକୁ ଚୁମ୍ବନ କରି ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ତଥାପି ଆମ୍ଭେ ଇସ୍ରାଏଲ ମଧ୍ୟରେ ଆପଣା ପାଇଁ ସାତ ସହସ୍ର ଲୋକ ଅବଶିଷ୍ଟ ରଖିବା, ଯେଉଁମାନଙ୍କର ଆଣ୍ଠୁ ବାଲ୍ ସମ୍ମୁଖରେ ନତ ହୋଇ ନାହିଁ ଓ ଯେଉଁମାନଙ୍କର ମୁଖ ତାହାକୁ ଚୁମ୍ବନ କରି ନାହିଁ।”