1 Kings 19:2 — Compare Translations
5 translations compared side by side
Odia - 1840
"ତେଣୁ ଈଷବଲେ ଏଲିଯଙ୍କ ନିକଟକୁ ଦୁତ ପଠାଇଲେ, ମୁଁ ପ୍ରତିଜ୍ଞା କରୁଛି, ଆସନ୍ତା କାଲି ଠିକ୍ ଏହି ସମୟରେ ମୁଁ ତୁମ୍ଭଙ୍କୁ ହତ୍ଯା କରିବି, ଠିକ୍ ତୁମ୍ଭେ ସହେି ଭବିଷ୍ଯଦ୍ବକ୍ତାଙ୍କୁ ହତ୍ଯା କଲାପରି। ଯଦି ମୁଁ ତୁମ୍ଭକୁ ହତ୍ଯା ନ କରେ, ତବେେ ଦବେତାଗଣ ମାେତେ ଅଧିକ ଦଣ୍ତ ଦଇପୋରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଈଷେବଲ୍ ଏଲୀୟଙ୍କ ନିକଟକୁ ଦୂତ ପଠାଇ ଏହି କଥା କହିଲା, ପ୍ରାୟ କାଲି ଏହି ସମୟକୁ ଯେବେ ମୁଁ ତୁମ୍ଭ ପ୍ରାଣକୁ ସେମାନଙ୍କ ଜଣକର ପ୍ରାଣ ତୁଲ୍ୟ ନ କରେ, ତେବେ ଦେବତାମାନେ ମୋତେ ସେହି ଦଣ୍ତ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଈଷେବଲ ଏଲିୟଙ୍କ ନିକଟକୁ ଦୂତ ପଠାଇଲେ, “ମୁଁ ପ୍ରତିଜ୍ଞା କରୁଛି, ଆସନ୍ତା କାଲି ଠିକ୍ ଏହି ସମୟରେ ମୁଁ ତୁମ୍ଭଙ୍କୁ ହତ୍ୟା କରିବି, ଯେପରି ତୁମ୍ଭେ ସେହି ଭବିଷ୍ୟଦ୍ବକ୍ତାଙ୍କୁ ହତ୍ୟା କରିଥିଲ। ଯଦି ମୁଁ ତୁମ୍ଭକୁ ହତ୍ୟା ନ କରେ, ତେବେ ଦେବତାଗଣ ମୋତେ ଅଧିକ ଦଣ୍ତ ଦେଇ ପାରନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଈଷେବଲ୍ ଏଲୀୟଙ୍କ ନିକଟକୁ ଦୂତ ପଠାଇ ଏହି କଥା କହିଲା, “ପ୍ରାୟ କାଲି ଏହି ସମୟକୁ ଯେବେ ମୁଁ ତୁମ୍ଭ ପ୍ରାଣକୁ ସେମାନଙ୍କ ଜଣକର ପ୍ରାଣ ତୁଲ୍ୟ ନ କରେ, ତେବେ ଦେବତାମାନେ ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଈଷେବଲ୍ ଏଲୀୟଙ୍କ ନିକଟକୁ ଦୂତ ପଠାଇ ଏହି କଥା କହିଲା, “ପ୍ରାୟ କାଲି ଏହି ସମୟକୁ ଯେବେ ମୁଁ ତୁମ୍ଭ ପ୍ରାଣକୁ ସେମାନଙ୍କ ଜଣକର ପ୍ରାଣ ତୁଲ୍ୟ ନ କରେ, ତେବେ ଦେବତାମାନେ ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।”