1 Kings 19:20 — Compare Translations
5 translations compared side by side
Odia - 1840
"ତହିଁରେ ଇଲୀଶାୟ ବଳଦ ଛାଡି ଏଲିଯଙ୍କ ପେଛ ପେଛ ଦୌଡି କହିଲେ, ମୁଁ ତୁମ୍ଭକୁ ବିନଯ କରୁଛି, ମାେ ପିତା ମାତାଙ୍କୁ ଚୁମ୍ବନ କରିବାକୁ ମାେତେ ଅନୁମତି ଦିଅନ୍ତୁ। ତା'ପରେ ମୁଁ ବିଦାଯ ନଇେ ତୁମ୍ଭ ପେଛ ପେଛ ୟିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ବଳଦ ଛାଡ଼ି ଏଲୀୟଙ୍କ ପଛେ ଦୌଡ଼ି ତାଙ୍କୁ କହିଲେ, ବିନୟ କରୁଅଛି, ମୋʼ ପିତା ଓ ମାତାଙ୍କୁ ଚୁମ୍ଵନ ଦେବା ପାଇଁ ଅନୁମତି ଦେଉନ୍ତୁ, ତହିଁ ଉତ୍ତାରେ ମୁଁ ଆପଣଙ୍କ ପଛେ ଯିବି । ତହୁଁ ଏଲୀୟ ତାଙ୍କୁ କହିଲେ, ଫେରିଯାଅ; ଆମ୍ଭେ ତୁମ୍ଭର କଅଣ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ଇଲୀଶାୟ ବଳଦ ଛାଡ଼ି ଏଲିୟଙ୍କ ପଛେ ପଛେ ଦୌଡ଼ି କହିଲେ, “ମୁଁ ତୁମ୍ଭଙ୍କୁ ବିନୟ କରୁଛି, ମୋ’ ପିତାମାତାଙ୍କୁ ଚୁମ୍ବନ କରିବାକୁ ମୋତେ ଅନୁମତି ଦିଅନ୍ତୁ। ତା’ପରେ ମୁଁ ବିଦାୟ ନେଇ ତୁମ୍ଭ ପଛେ ପଛେ ଯିବି।” ଏଲିୟ ଉତ୍ତର କଲେ, “ତାହା ଉତ୍ତମ କଥା, ଯାଅ, ମୁଁ ତୁମ୍ଭକୁ ଅଟକାଉ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ବଳଦ ଛାଡ଼ି ଏଲୀୟଙ୍କ ପଛେ ଦୌଡ଼ି ତାଙ୍କୁ କହିଲେ, “ବିନୟ କରୁଅଛି, ମୋʼ ପିତା ଓ ମାତାଙ୍କୁ ଚୁମ୍ବନ ଦେବା ପାଇଁ ଅନୁମତି ଦେଉନ୍ତୁ, ତହିଁ ଉତ୍ତାରେ ମୁଁ ଆପଣଙ୍କ ପଛେ ଯିବି।” ତହୁଁ ଏଲୀୟ ତାଙ୍କୁ କହିଲେ, “ଫେରିଯାଅ; କିନ୍ତୁ ଚିନ୍ତା କର ଆମ୍ଭେ ତୁମ୍ଭର କଅଣ କଲୁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ବଳଦ ଛାଡ଼ି ଏଲୀୟଙ୍କ ପଛେ ଦୌଡ଼ି ତାଙ୍କୁ କହିଲେ, “ବିନୟ କରୁଅଛି, ମୋ’ ପିତା ଓ ମାତାଙ୍କୁ ଚୁମ୍ବନ ଦେବା ପାଇଁ ଅନୁମତି ଦେଉନ୍ତୁ, ତହିଁ ଉତ୍ତାରେ ମୁଁ ଆପଣଙ୍କ ପଛେ ଯିବି।” ତହୁଁ ଏଲୀୟ ତାଙ୍କୁ କହିଲେ, “ଫେରିଯାଅ; କିନ୍ତୁ ଚିନ୍ତାକର ଆମ୍ଭେ ତୁମ୍ଭର କଅଣ କଲୁ।”