1 Kings 19:21 — Compare Translations
5 translations compared side by side
Odia - 1840
"ତା'ପରେ ଇଲୀଶାୟ ତାଙ୍କ ପରିବାର ସହିତ ଉତ୍ତମ ଭୋଜନ କଲେ। ସେ ବଳଦ ହଳକ ନଇେ ବଧ କଲେ ଓ ୟୁଆଳି କାଠ ରେ ମାଂସ ରାନ୍ଧି ଲୋକମାନଙ୍କୁ ଭୋଜନ ଦେଲେ। ତା'ପରେ ସେ ଏଲିଯଙ୍କ ପଶ୍ଚାଦ୍ଗମନ କରି ତାଙ୍କର ସାହାୟ୍ଯ କାରୀ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ତାଙ୍କ ପଶ୍ଚାତ୍ଗମନରୁ ଫେରିଗଲେ ଓ ସେହି ବଳଦ ହଳକ ନେଇ ବଧ କରି ଯୁଆଳି କାଠରେ ସେହି ମାଂସ ସିଦ୍ଧ କରି ଲୋକମାନଙ୍କୁ ଦିଅନ୍ତେ, ସେମାନେ ଭୋଜନ କଲେ । ତହୁଁ ସେ ଉଠି ଏଲୀୟଙ୍କର ପଶ୍ଚାତ୍ଗମନ କରି ତାଙ୍କର ପରିଚର୍ଯ୍ୟା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଇଲୀଶାୟ ତାଙ୍କ ପରିବାର ସହିତ ଉତ୍ତମ ଭୋଜନ କଲେ। ସେ ବଳଦ ହଳକ ନେଇ ବଧ କଲେ ଓ ଯୁଆଳି କାଠରେ ମାଂସ ରାନ୍ଧି ଲୋକମାନଙ୍କୁ ଭୋଜନ ଦେଲେ। ତା’ପରେ ସେ ଏଲିୟଙ୍କ ପଶ୍ଚାଦ୍ଗମନ କରି ତାଙ୍କର ସାହାଯ୍ୟ କାରୀ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ତାଙ୍କ ପଶ୍ଚାତ୍ଗମନରୁ ଫେରିଗଲେ ଓ ସେହି ବଳଦ ହଳକ ନେଇ ବଧ କରି ଯୁଆଳି କାଠରେ ସେହି ମାଂସ ସିଦ୍ଧ କରି ଲୋକମାନଙ୍କୁ ଦିଅନ୍ତେ, ସେମାନେ ଭୋଜନ କଲେ। ତହୁଁ ସେ ଉଠି ଏଲୀୟଙ୍କର ପଶ୍ଚାତ୍ଗମନ କରି ତାଙ୍କର ପରିଚର୍ଯ୍ୟା କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ତାଙ୍କ ପଶ୍ଚାତ୍ଗମନରୁ ଫେରିଗଲେ ଓ ସେହି ବଳଦ ହଳକ ନେଇ ବଧ କରି ଯୁଆଳି କାଠରେ ସେହି ମାଂସ ସିଦ୍ଧ କରି ଲୋକମାନଙ୍କୁ ଦିଅନ୍ତେ, ସେମାନେ ଭୋଜନ କଲେ। ତହୁଁ ସେ ଉଠି ଏଲୀୟଙ୍କର ପଶ୍ଚାତ୍ଗମନ କରି ତାଙ୍କର ପରିଚର୍ଯ୍ୟା କଲେ।