1 Kings 19:3 — Compare Translations
5 translations compared side by side
Odia - 1840
"ଯେତବେେଳେ ଏଲିଯ ଏ ସମ୍ବାଦ ଶୁଣିଲେ, ସେ ଭୟଭୀତ ହେଲେ। ତେଣୁ ସେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ନିଜର ସବେକ ସହିତ ଯିହୁଦାର ବରେଶବୋକୁ ଗ୍ଭଲିଗଲେ ଓ ତାକୁ ସେ ସଠାେରେ ଛାଡିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଏଲୀୟ ଏହା ଦେଖି ଆପଣା ପ୍ରାଣ ସକାଶେ ଉଠିଯାଇ ଯିହୁଦାର ବେର୍ଶେବାରେ ଉପସ୍ଥିତ ହେଲେ ଓ ସେଠାରେ ଆପଣା ଦାସକୁ ଛାଡ଼ିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଏଲିୟ ଏ ସମ୍ବାଦ ଶୁଣିଲେ, ସେ ଭୟଭୀତ ହେଲେ। ତେଣୁ ସେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ନିଜର ସେବକ ସହିତ ଯିହୁଦାର ବେର୍ଶେବାକୁ ଗ୍ଭଲିଗଲେ ଓ ତାକୁ ସେ ସେଠାରେ ଛାଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଏଲୀୟ ଏହା ଦେଖି ଆପଣା ପ୍ରାଣ ସକାଶେ ଉଠିଯାଇ ଯିହୁଦାର ବେର୍ଶେବା ନଗରରେ ଉପସ୍ଥିତ ହେଲେ ଓ ସେଠାରେ ଆପଣା ଦାସକୁ ଛାଡ଼ିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଏଲୀୟ ଏହା ଦେଖି ଆପଣା ପ୍ରାଣ ସକାଶେ ଉଠିଯାଇ ଯିହୁଦାର ବେର୍ଶେବା ନଗରରେ ଉପସ୍ଥିତ ହେଲେ ଓ ସେଠାରେ ଆପଣା ଦାସକୁ ଛାଡ଼ିଲେ।