1 Kings 19:4 — Compare Translations

5 translations compared side by side

Odia - 1840
"ଏଲିଯ ପ୍ରାନ୍ତର ଭିତ ରେ ଦିନସାରା ଗ୍ଭଲି ଏକ ରୋତମ ବୃକ୍ଷମୂଳ ରେ ବସି ପଡିଲେ ଓ ନିଜର ମୃତ୍ଯୁ ପାଇଁ ପ୍ରାର୍ଥନା କରି କହିଲେ, ଏହା ୟଥେଷ୍ଟ ହେଲାଣି, ହେ ସଦାପ୍ରଭୁ, ମାରେ ପ୍ରାଣ ନିଅ, କାରଣ ମୁଁ ମାରେ ପୂର୍ବପୁରୁଷଙ୍କଠାରୁ ଭଲ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ଆପେ ପ୍ରାନ୍ତର ଭିତରକୁ ଦିନକର ପଥ ଯାଇ ଏକ ରୋତମବୃକ୍ଷ ମୂଳରେ ଉପସ୍ଥିତ ହୋଇ ବସିଲେ ଓ ଆପଣା ମୃତ୍ୟୁ-ପ୍ରାର୍ଥନା କରି କହିଲେ, ଯଥେଷ୍ଟ ହେଲାଣି; ଏବେ ହେ ସଦାପ୍ରଭୋ, ମୋର ପ୍ରାଣ ନିଅ; କାରଣ ମୁଁ ଆପଣା ପୂର୍ବପୁରୁଷମାନଙ୍କଠାରୁ ଭଲ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏଲିୟ ପ୍ରାନ୍ତର ଭିତରେ ଦିନସାରା ଗ୍ଭଲି ଏକ ରୋତମ ବୃକ୍ଷମୂଳରେ ବସି ପଡ଼ିଲେ ଓ ନିଜର ମୃତ୍ୟୁ ପାଇଁ ପ୍ରାର୍ଥନା କରି କହିଲେ, “ଏହା ଯଥେଷ୍ଟ ହେଲାଣି, ହେ ସଦାପ୍ରଭୁ, ମୋର ପ୍ରାଣ ନିଅ, କାରଣ ମୁଁ ମୋର ପୂର୍ବପୁରୁଷଙ୍କଠାରୁ ଭଲ ନୁହେଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ଆପେ ପ୍ରାନ୍ତର ଭିତରକୁ ଦିନକର ପଥ ଯାଇ ଏକ ରେତମବୃକ୍ଷ ମୂଳରେ ଉପସ୍ଥିତ ହୋଇ ବସିଲେ ଓ ଆପଣା ମୃତ୍ୟୁୁ-ପ୍ରାର୍ଥନା କରି କହିଲେ, “ଯଥେଷ୍ଟ ହେଲାଣି; ଏବେ ହେ ସଦାପ୍ରଭୋ, ମୋର ପ୍ରାଣ ନିଅ; କାରଣ ମୁଁ ଆପଣା ପୂର୍ବପୁରୁଷମାନଙ୍କଠାରୁ ଭଲ ନୁହେଁ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ଆପେ ପ୍ରାନ୍ତର ଭିତରକୁ ଦିନକର ପଥ ଯାଇ ଏକ ରେତମବୃକ୍ଷ ମୂଳରେ ଉପସ୍ଥିତ ହୋଇ ବସିଲେ ଓ ଆପଣା ମୃତ୍ୟୁୁ-ପ୍ରାର୍ଥନା କରି କହିଲେ, “ଯଥେଷ୍ଟ ହେଲାଣି; ଏବେ ହେ ସଦାପ୍ରଭୁ, ମୋର ପ୍ରାଣ ନିଅ; କାରଣ ମୁଁ ଆପଣା ପୂର୍ବପୁରୁଷମାନଙ୍କଠାରୁ ଭଲ ନୁହେଁ।”