1 Kings 19:5 — Compare Translations
5 translations compared side by side
Odia - 1840
"ତା'ପରେ ଏଲିଯ ସେ ରୋତମ ଗଛମୂଳ ରେ ନିଦ୍ରା ଗଲେ। ଏହାପରେ ଜଣେ ସ୍ବର୍ଗଦୂତ ଆସିଲେ ଓ ତାକୁ ସ୍ପର୍ଶ କରି କହିଲେ, ଉଠ! ଭୋଜନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ରୋତମବୃକ୍ଷ ମୂଳେ ଶୟନ କରି ନିଦ୍ରା ଗଲେ; ଏଥିରେ ଦେଖ, ଏକ ଦୂତ ତାଙ୍କୁ ସ୍ପର୍ଶ କରି କହିଲେ, ଉଠ, ଭୋଜନ କର ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଏଲିୟ ସେହି ରୋତମ ଗଛମୂଳରେ ନିଦ୍ରା ଗଲେ। ଏହା ପରେ ଜଣେ ସ୍ୱର୍ଗଦୂତ ଆସିଲେ ଓ ତାଙ୍କୁ ସ୍ପର୍ଶ କରି କହିଲେ, “ଉଠ! ଭୋଜନ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ରେତମବୃକ୍ଷ ମୂଳେ ଶୟନ କରି ନିଦ୍ରା ଗଲେ; ଏଥିରେ ଦେଖ, ଏକ ଦୂତ ତାଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୋଜନ କର।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ରେତମବୃକ୍ଷ ମୂଳେ ଶୟନ କରି ନିଦ୍ରା ଗଲେ; ଏଥିରେ ଦେଖ, ଏକ ଦୂତ ତାଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୋଜନ କର।”