1 Kings 19:6 — Compare Translations
5 translations compared side by side
Odia - 1840
"ଅନନ୍ତର ଏଲିଯ ଦେଖିଲେ ତାଙ୍କର ମୁଣ୍ତ ପାଖ ରେ ଅଙ୍ଗାର ରେ ପକ୍ବ ଏକ ପିଠା ଓ ଏକ ଜଳପାତ୍ର ଅଛି। ସେ ଭୋଜନ ଓ ପାନକରି ପୁନର୍ବାର ଶଯନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ଅନାନ୍ତେ, ଦେଖ, ତାଙ୍କ ମସ୍ତକ ପାଖରେ ଅଙ୍ଗାରରେ ପକ୍ଵ ଏକ ପିଠା ଓ ଏକ ପାତ୍ର ଜଳ ଅଛି । ଏଣୁ ସେ ଭୋଜନ ପାନ କରି ପୁନର୍ବାର ଶୟନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ଏଲିୟ ଦେଖିଲେ ତାଙ୍କର ମୁଣ୍ତ ପାଖରେ ଅଙ୍ଗାରରେ ପକ୍ୱ ଏକ ପିଠା ଓ ଏକ ଜଳପାତ୍ର ଅଛି। ସେ ଭୋଜନ ଓ ପାନକରି ପୁନର୍ବାର ଶୟନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ଅନାନ୍ତେ, ଦେଖ, ତାଙ୍କ ମସ୍ତକ ପାଖରେ ଅଙ୍ଗାରରେ ପକ୍ୱ ଏକ ପିଠା ଓ ଏକ ପାତ୍ର ଜଳ ଅଛି। ଏଣୁ ସେ ଭୋଜନପାନ କରି ପୁନର୍ବାର ଶୟନ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ଅନାନ୍ତେ, ଦେଖ, ତାଙ୍କ ମସ୍ତକ ପାଖରେ ଅଙ୍ଗାରରେ ପକ୍ୱ ଏକ ପିଠା ଓ ଏକ ପାତ୍ର ଜଳ ଅଛି। ଏଣୁ ସେ ଭୋଜନ ପାନ କରି ପୁନର୍ବାର ଶୟନ କଲେ।