1 Kings 19:7 — Compare Translations

5 translations compared side by side

Odia - 1840
"ଏହାପରେ ସଦାପ୍ରଭୁଙ୍କ ଦୃତ ପୁନର୍ବାର ଦ୍ବିତୀୟଥର ଆସି ସ୍ପର୍ଶ କଲେ ଓ କହିଲେ, ଉଠ! ଭୋଜନ କର। କାରଣ ତୁମ୍ଭେ ଦୀର୍ଘ ୟାତ୍ରା ପାଇଁ ଶକ୍ତିଶାଳୀ ହବୋ ଦରକାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସଦାପ୍ରଭୁଙ୍କ ଦୂତ ପୁନର୍ବାର ଦ୍ଵିତୀୟ ଥର ଆସି ତାଙ୍କୁ ସ୍ପର୍ଶ କରି କହିଲେ, ଉଠ, ଭୋଜନ କର; କାରଣ ତୁମ୍ଭ ଶକ୍ତିରୁ ପଥ ଅଧିକ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁଙ୍କ ଦୂତ ପୁନର୍ବାର ଦ୍ୱିତୀୟ ଥର ଆସି ସ୍ପର୍ଶ କଲେ ଓ କହିଲେ, “ଉଠ! ଭୋଜନ କର। କାରଣ ତୁମ୍ଭେ ଦୀର୍ଘ ଯାତ୍ରା ପାଇଁ ଶକ୍ତିଶାଳୀ ହେବା ଦରକାର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସଦାପ୍ରଭୁଙ୍କ ଦୂତ ପୁନର୍ବାର ଦ୍ୱିତୀୟ ଥର ଆସି ତାଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୋଜନ କର; କାରଣ ତୁମ୍ଭ ଶକ୍ତିରୁ ପଥ ଅଧିକ।”
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସଦାପ୍ରଭୁଙ୍କ ଦୂତ ପୁନର୍ବାର ଦ୍ୱିତୀୟ ଥର ଆସି ତାଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୋଜନ କର; କାରଣ ତୁମ୍ଭ ଶକ୍ତିରୁ ପଥ ଅଧିକ।”