1 Kings 19:8 — Compare Translations
5 translations compared side by side
Odia - 1840
"ତେଣୁ ଏଲିଯ ଉଠି ଭୋଜନ ପାନ କଲେ। ସେ ଖାଦ୍ୟ ରେ ଏତେ ଶକ୍ତି ଲାଭ କଲେ ଯେ ସେ ଗ୍ଭଳିଶ ଦିନ ଓ ଗ୍ଭଳିଶ ରାତି ପରମେଶ୍ବରଙ୍କ ପର୍ବତ ହାରେବେ ପହଞ୍ଚିଲା ପର୍ୟ୍ଯନ୍ତ ଗ୍ଭଲି ଗ୍ଭଲି ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ଉଠି ଭୋଜନ ପାନ କଲେ ଓ ସେହି ଖାଦ୍ୟର ବଳରେ ପରମେଶ୍ଵରଙ୍କ ପର୍ବତ ହୋରେବ ପର୍ଯ୍ୟନ୍ତ ଚାଳିଶ ଦିନ ଓ ଚାଳିଶ ରାତ୍ରି ଗମନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଏଲିୟ ଉଠି ଭୋଜନ ପାନ କଲେ। ସେ ଖାଦ୍ୟରେ ଏତେ ଶକ୍ତି ଲାଭ କଲେ ଯେ ସେ ଗ୍ଭଳିଶ୍ ଦିନ ଓ ଗ୍ଭଳିଶ୍ ରାତି ପରମେଶ୍ୱରଙ୍କ ପର୍ବତ ହୋରେବ ପହଞ୍ଚିଲା ପର୍ଯ୍ୟନ୍ତ ଗ୍ଭଲି ଗ୍ଭଲି ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ଉଠି ଭୋଜନପାନ କଲେ ଓ ସେହି ଖାଦ୍ୟର ବଳରେ ପରମେଶ୍ୱରଙ୍କ ପର୍ବତ ହୋରେବ ପର୍ଯ୍ୟନ୍ତ ଚାଳିଶ ଦିନ ଓ ଚାଳିଶ ରାତ୍ରି ଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ଉଠି ଭୋଜନ ପାନ କଲେ ଓ ସେହି ଖାଦ୍ୟର ବଳରେ ପରମେଶ୍ୱରଙ୍କ ପର୍ବତ ହୋରେବ ପର୍ଯ୍ୟନ୍ତ ଚାଳିଶ ଦିନ ଓ ଚାଳିଶ ରାତ୍ରି ଗମନ କଲେ।