1 Kings 19:9 — Compare Translations
5 translations compared side by side
Odia - 1840
"ସଠାେରେ ଏଲିଯ ଏକ ଗହ୍ବର ରେ ରାତ୍ରି ୟାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ସେଠାସ୍ଥିତ ଏକ ଗହ୍ଵରରେ ଉପସ୍ଥିତ ହୋଇ ରାତ୍ରି କ୍ଷେପଣ କଲେ; ସେତେବେଳେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ନିକଟରେ ଉପସ୍ଥିତ ହେଲା ଓ ସେ ତାଙ୍କୁ କହିଲେ, ଏଲୀୟ, ତୁମ୍ଭେ ଏଠାରେ କଅଣ କରୁଅଛ?
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ଏଲିୟ ଏକ ଗହ୍ୱରରେ ରାତ୍ରି ଯାପନ କଲେ। ସେତେବେଳେ ସଦାପ୍ରଭୁ ତାଙ୍କୁ କହିଲେ, “ହେ ଏଲିୟ, ତୁମ୍ଭେ ଏଠାରେ କ’ଣ କରୁଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ସେଠାସ୍ଥିତ ଏକ ଗହ୍ୱରରେ ଉପସ୍ଥିତ ହୋଇ ରାତ୍ରି କ୍ଷେପଣ କଲେ; ସେତେବେଳେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ନିକଟରେ ଉପସ୍ଥିତ ହେଲା ଓ ସେ ତାଙ୍କୁ କହିଲେ, “ଏଲୀୟ, ତୁମ୍ଭେ ଏଠାରେ କʼଣ କରୁଅଛ?”
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ସେଠାସ୍ଥିତ ଏକ ଗହ୍ୱରରେ ଉପସ୍ଥିତ ହୋଇ ରାତ୍ରି କ୍ଷେପଣ କଲେ; ସେତେବେଳେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ନିକଟରେ ଉପସ୍ଥିତ ହେଲା ଓ ସେ ତାଙ୍କୁ କହିଲେ, “ଏଲୀୟ, ତୁମ୍ଭେ ଏଠାରେ କ’ଣ କରୁଅଛ?”