1 Kings 2:1 — Compare Translations

5 translations compared side by side

Odia - 1840
"ଅନନ୍ତର ରାଜା ଦାଉଦଙ୍କର ମୃତ୍ଯୁ ସନ୍ନିକଟ ହବୋରୁ ସେ ପୁତ୍ର ଶଲୋମନକୁ ଆଜ୍ଞା ଦଇେ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦାଉଦଙ୍କର ମରଣକାଳ ସନ୍ନିକଟ ହୁଅନ୍ତେ, ସେ ଆପଣା ପୁତ୍ର ଶଲୋମନଙ୍କୁ ଆଜ୍ଞା ଦେଇ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଦାଉଦଙ୍କ ମୃତ୍ୟୁ ଅନନ୍ତର ରାଜା ଦାଉଦଙ୍କର ମୃତ୍ୟୁ ସନ୍ନିକଟ ହେବାରୁ ସେ ପୁତ୍ର ଶଲୋମନକୁ ଆଜ୍ଞା ଦେଇ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦାଉଦଙ୍କର ମରଣକାଳ ସନ୍ନିକଟ ହୁଅନ୍ତେ, ସେ ଆପଣା ପୁତ୍ର ଶଲୋମନଙ୍କୁ ଆଜ୍ଞା ଦେଇ କହିଲେ,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦାଉଦଙ୍କର ମରଣକାଳ ସନ୍ନିକଟ ହୁଅନ୍ତେ, ସେ ଆପଣା ପୁତ୍ର ଶଲୋମନଙ୍କୁ ଆଜ୍ଞା ଦେଇ କହିଲେ,