1 Kings 2:10 — Compare Translations
5 translations compared side by side
Odia - 1840
"ତା'ପରେ ଦାଉଦଙ୍କର ମୃତ୍ଯୁ ହେଲା ଓ ସେ ଦାଉଦ ନଗର ରେ କବରପ୍ରାପ୍ତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ଦାଉଦ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ ଓ ଦାଉଦ-ନଗରରେ କବର ପାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଦାଉଦଙ୍କର ମୃତ୍ୟୁ ହେଲା ଓ ସେ ଦାଉଦ ନଗରରେ କବରପ୍ରାପ୍ତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦାଉଦ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ ଓ ଦାଉଦ-ନଗରରେ କବର ପାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦାଉଦ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ ଓ ଦାଉଦ-ନଗରରେ କବର ପାଇଲେ।