1 Kings 2:11 — Compare Translations

5 translations compared side by side

Odia - 1840
"ଦାଉଦ ଇଶ୍ରାୟେଲ ରେ ଗ୍ଭଳିଶ ବର୍ଷ ରାଜତ୍ବ କରିଥିଲେ। ସେ ହିବ୍ରୋଣ ରେ ସାତବର୍ଷ ଓ ୟିରୁଶାଲମ ରେ ତତେିଶ ବର୍ଷ ରାଜତ୍ବ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦ ଇସ୍ରାଏଲ ଉପରେ ଚାଳିଶ ବର୍ଷ ରାଜ୍ୟ କଲେ; ସେ ସାତ ବର୍ଷ ହିବ୍ରୋଣରେ ରାଜ୍ୟ କଲେ ଓ ତେତିଶ ବର୍ଷ ଯିରୂଶାଲମରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଇସ୍ରାଏଲରେ ଗ୍ଭଳିଶ୍ ବର୍ଷ ରାଜତ୍ୱ କରିଥିଲେ। ସେ ହିବ୍ରୋଣରେ ସାତ ବର୍ଷ ଓ ଯିରୁଶାଲମରେ ତେତିଶ ବର୍ଷ ରାଜତ୍ୱ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାଉଦ ଇସ୍ରାଏଲ ଉପରେ ଚାଳିଶ ବର୍ଷ ରାଜ୍ୟ କଲେ; ସେ ସାତ ବର୍ଷ ହିବ୍ରୋଣରେ ରାଜ୍ୟ କଲେ ଓ ତେତିଶ ବର୍ଷ ଯିରୂଶାଲମରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଦାଉଦ ଇସ୍ରାଏଲ ଉପରେ ଚାଳିଶ ବର୍ଷ ରାଜ୍ୟ କଲେ; ସେ ସାତ ବର୍ଷ ହିବ୍ରୋଣରେ ରାଜ୍ୟ କଲେ ଓ ତେତିଶ ବର୍ଷ ଯିରୂଶାଲମରେ ରାଜ୍ୟ କଲେ।