1 Kings 2:12 — Compare Translations
5 translations compared side by side
Odia - 1840
"ଶଲୋମନ ନିଜ ପିତା ଦାଉଦଙ୍କର ସିଂହାସନ ରେ ଉପବିଷ୍ଟ ହାଇେ ଇଶ୍ରାୟେଲ ଉପରେ ରାଜତ୍ବ କଲେ। ଓ ତାଙ୍କର ରାଜ୍ଯ ଅତୋଶଯ ଦୃଢ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଶଲୋମନ ଆପଣାର ପିତା ଦାଉଦଙ୍କର ସିଂହାସନରେ ଉପବିଷ୍ଟ ହେଲେ ଓ ତାଙ୍କର ରାଜ୍ୟ ଅତିଶୟ ଦୃଢ଼ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ତାଙ୍କର ରାଜ୍ୟକୁ ନିୟନ୍ତ୍ରଣରେ ନେଲେ ଶଲୋମନ ନିଜ ପିତା ଦାଉଦଙ୍କର ସିଂହାସନରେ ଉପବିଷ୍ଟ ହୋଇ ଇସ୍ରାଏଲ ଉପରେ ରାଜତ୍ୱ କଲେ। ଓ ତାଙ୍କର ରାଜ୍ୟ ଅତିଶୟ ଦୃଢ଼ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶଲୋମନ ଆପଣାର ପିତା ଦାଉଦଙ୍କର ସିଂହାସନରେ ଉପବିଷ୍ଟ ହେଲେ ଓ ତାଙ୍କର ରାଜ୍ୟ ଅତିଶୟ ଦୃଢ଼ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶଲୋମନ ଆପଣାର ପିତା ଦାଉଦଙ୍କର ସିଂହାସନରେ ଉପବିଷ୍ଟ ହେଲେ ଓ ତାଙ୍କର ରାଜ୍ୟ ଅତିଶୟ ଦୃଢ଼ ହେଲା।