1 Kings 2:13 — Compare Translations

5 translations compared side by side

Odia - 1840
"ତା'ପରେ ହଗୀତର ପୁତ୍ର ଅଦୋନିଯ ଶଲୋମନଙ୍କର ମାତା ବତ୍ଶବୋ ନିକଟକୁ ଆସିଲେ। ବତ୍ଶବୋ ତାଙ୍କୁ ପଚାରିଲେ, ଶାନ୍ତି ରେ ଆସିଲ ତ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ହଗୀତର ପୁତ୍ର ଅଦୋନୀୟ ଶଲୋମନଙ୍କର ମାତା ବତ୍ଶେବା ନିକଟକୁ ଆସନ୍ତେ, ସେ ପଚାରିଲେ, କୁଶଳରେ ଆସିଲ? ସେ ଉତ୍ତର କଲା, କୁଶଳରେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ହଗୀତର ପୁତ୍ର ଅଦୋନିୟ ଶଲୋମନଙ୍କର ମାତା ବ‌ତ୍‌ଶେବା ନିକଟକୁ ଆସିଲେ। ବ‌ତ୍‌ଶେବା ତାଙ୍କୁ ପଗ୍ଭରିଲେ, “ଶାନ୍ତିରେ ଆସିଲ ତ?” ଅଦୋନିୟ ଉତ୍ତର ଦେଲେ, “ହଁ, ଶାନ୍ତିରେ ଆସିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ହଗୀତର ପୁତ୍ର ଅଦୋନୀୟ ଶଲୋମନଙ୍କର ମାତା ବତ୍‍ଶେବା ନିକଟକୁ ଆସନ୍ତେ, ସେ ପଚାରିଲେ, “କୁଶଳରେ ଆସିଲ?” ସେ ଉତ୍ତର କଲା, “କୁଶଳରେ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ହଗୀତର ପୁତ୍ର ଅଦୋନୀୟ ଶଲୋମନଙ୍କର ମାତା ବତ୍‍ଶେବା ନିକଟକୁ ଆସନ୍ତେ, ସେ ପଚାରିଲେ, “କୁଶଳରେ ଆସିଲ?” ସେ ଉତ୍ତର କଲା, “କୁଶଳରେ।”