1 Kings 2:14 — Compare Translations
5 translations compared side by side
Odia - 1840
"ସେ କହିଲେ, ମାରେ ତୁମ୍ଭକୁ କିଛି କହିବାର ଅଛି। ବତ୍ଶବୋ କହିଲେ, କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆହୁରି କହିଲା, ମୋହର ତୁମ୍ଭକୁ କିଛି କହିବାର ଅଛି । ବତ୍ଶେବା କହିଲେ, କୁହ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ତୁମ୍ଭକୁ କିଛି କହିବାର ଅଛି।” ବତ୍ଶେବା କହିଲେ, “କୁହ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆହୁରି କହିଲା, “ମୋହର ତୁମ୍ଭକୁ କିଛି କହିବାର ଅଛି।” ବତ୍ଶେବା କହିଲେ, “କୁହ।”
Odia IRV 2017 (ଓଡିଆ ବାଇବେଲ)
ସେ ଆହୁରି କହିଲା, “ମୋହର ତୁମ୍ଭକୁ କିଛି କହିବାର ଅଛି।” ବତ୍ଶେବା କହିଲେ, “କୁହ।”