1 Kings 2:15 — Compare Translations

5 translations compared side by side

Odia - 1840
"ଅଦୋନିଯ କହିଲେ, ତୁମ୍ଭେ ଜାଣ ଏକ ସମୟରେ ଏ ରାଜ୍ଯ ମାରେ ଥିଲା। ସମସ୍ତ ଇଶ୍ରାୟେଲୀୟଗଣ ମାେତେ ରାଜା ହବୋ ପାଇଁ ପସନ୍ଦ କରିଥିଲେ। କିନ୍ତୁ ମାରେ ଭାଇ ରାଜା ହାଇେ ୟାଇଛି। ଏହା ସଦାପ୍ରଭୁଙ୍କର ଇଚ୍ଛା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ କହିଲା, ତୁମ୍ଭେ ଜାଣ ଯେ, ରାଜ୍ୟ ମୋହର ଥିଲା ଓ ମୁଁ ରାଜ୍ୟ କରିବି ବୋଲି ସମଗ୍ର ଇସ୍ରାଏଲ ମୋʼ ପ୍ରତି ଅନାଇଥିଲେ; ଯାହାହେଉ, ରାଜ୍ୟ ବଦଳି ଯାଇ ମୋʼ ଭାଇଙ୍କର ହୋଇଅଛି; କାରଣ ତାହା ସଦାପ୍ରଭୁଙ୍କ ଆଡ଼ୁ ତାଙ୍କର ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅଦୋନିୟ କହିଲେ, “ତୁମ୍ଭେ ଜାଣ ଏକ ସମୟରେ ଏ ରାଜ୍ୟ ମୋର ଥିଲା। ସମସ୍ତ ଇସ୍ରାଏଲୀୟଗଣ ମୋତେ ରାଜା ହେବା ପାଇଁ ପସନ୍ଦ କରିଥିଲେ। କିନ୍ତୁ ମୋର ଭାଇ ରାଜା ହୋଇ ଯାଇଛି। ଏହା ସଦାପ୍ରଭୁଙ୍କର ଇଚ୍ଛା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ କହିଲା, “ତୁମ୍ଭେ ଜାଣ ଯେ, ରାଜ୍ୟ ମୋହର ଥିଲା ଓ ମୁଁ ରାଜ୍ୟ କରିବି ବୋଲି ସମଗ୍ର ଇସ୍ରାଏଲ ମୋʼ ପ୍ରତି ଅନାଇଥିଲେ; ଯାହାହେଉ, ରାଜ୍ୟ ବଦଳି ଯାଇ ମୋʼ ଭାଇଙ୍କର ହୋଇଅଛି; କାରଣ, ତାହା ସଦାପ୍ରଭୁଙ୍କ ଆଡ଼ୁ ତାଙ୍କର ଥିଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ କହିଲା, “ତୁମ୍ଭେ ଜାଣ ଯେ, ରାଜ୍ୟ ମୋହର ଥିଲା ଓ ମୁଁ ରାଜ୍ୟ କରିବି ବୋଲି ସମଗ୍ର ଇସ୍ରାଏଲ ମୋ’ ପ୍ରତି ଅନାଇଥିଲେ; ଯାହାହେଉ, ରାଜ୍ୟ ବଦଳି ଯାଇ ମୋ’ ଭାଇଙ୍କର ହୋଇଅଛି; କାରଣ, ତାହା ସଦାପ୍ରଭୁଙ୍କ ଆଡ଼ୁ ତାଙ୍କର ଥିଲା।”