1 Kings 2:16 — Compare Translations
5 translations compared side by side
Odia - 1840
"ଏଣୁ ବର୍ତ୍ତମାନ ମୁଁ ତୁମ୍ଭକୁ ଗୋଟିଏ ନିବଦନେ କରୁଅଛି। ମାେତେ ନାସ୍ତି କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଏବେ ମୁଁ ତୁମ୍ଭକୁ ଗୋଟିଏ ନିବେଦନ କରୁଅଛି, ମୋତେ ନାସ୍ତି ନ କର । ବତ୍ଶେବା ତାହାକୁ କହିଲେ, କୁହ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ବର୍ତ୍ତମାନ ମୁଁ ତୁମ୍ଭକୁ ଗୋଟିଏ ନିବେଦନ କରୁଅଛି। ମୋତେ ନାସ୍ତି କରିବ ନାହିଁ।” ବତ୍ଶେବା କହିଲେ, “କ’ଣ ଇଚ୍ଛା କରୁଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଏବେ ମୁଁ ତୁମ୍ଭକୁ ଗୋଟିଏ ନିବେଦନ କରୁଅଛି, ମୋତେ ମନା ନ କର।” ବତ୍ଶେବା ତାହାକୁ କହିଲେ, “କୁହ।”
Odia IRV 2017 (ଓଡିଆ ବାଇବେଲ)
ଏଣୁ ଏବେ ମୁଁ ତୁମ୍ଭକୁ ଗୋଟିଏ ନିବେଦନ କରୁଅଛି, ମୋତେ ମନା ନ କର। ବତ୍ଶେବା ତାହାକୁ କହିଲେ, “କୁହ।”