1 Kings 2:17 — Compare Translations

5 translations compared side by side

Odia - 1840
"ଅଦୋନିଯ କହିଲେ, ତୁମ୍ଭେ ଅନୁଗ୍ରହ କରି ଶୁନମେୀୟା ଅବୀଶଗକୁ ମାେ ସହିତ ବିବାହ ଦବୋ ପାଇଁ ଶଲୋମନ ରାଜାଙ୍କୁ କୁହ, ସେ ତ ତୁମ୍ଭକୁ ନାସ୍ତି କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ କହିଲା, ତୁମ୍ଭେ ଅନୁଗ୍ରହ କରି ଶୁନେମୀୟା ଅବୀଶଗକୁ ମୋʼ ସଙ୍ଗେ ବିବାହ ଦେବା ପାଇଁ ଶଲୋମନ ରାଜାଙ୍କୁ କୁହ, ସେ ତ ତୁମ୍ଭକୁ ନାସ୍ତି କରିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଅଦୋନିୟ କହିଲେ, “ତୁମ୍ଭେ ଅନୁଗ୍ରହ କରି ଶୁନେମୀୟା ଅବୀଶଗକୁ ମୋ’ ସହିତ ବିବାହ ଦେବା ପାଇଁ ଶଲୋମନ ରାଜାଙ୍କୁ କୁହ, ସେ ତ ତୁମ୍ଭକୁ ନାସ୍ତି କରିବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ କହିଲା, “ତୁମ୍ଭେ ଅନୁଗ୍ରହ କରି ଶୁନେମୀୟା ଅବୀଶଗକୁ ମୋʼ ସଙ୍ଗେ ବିବାହ ଦେବା ପାଇଁ ଶଲୋମନ ରାଜାଙ୍କୁ କୁହ, ସେ ତ ତୁମ୍ଭକୁ ନାସ୍ତି କରିବେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ କହିଲା, “ତୁମ୍ଭେ ଅନୁଗ୍ରହ କରି ଶୁନେମୀୟା ଅବୀଶଗକୁ ମୋ’ ସଙ୍ଗେ ବିବାହ ଦେବା ପାଇଁ ଶଲୋମନ ରାଜାଙ୍କୁ କୁହ, ସେ ତ ତୁମ୍ଭକୁ ନାସ୍ତି କରିବେ ନାହିଁ।