1 Kings 2:18 — Compare Translations

5 translations compared side by side

Odia - 1840
"ତା'ପରେ ବତ୍ଶବୋ କହିଲେ, ଭଲ କଥା, ମୁଁ ତୁମ୍ଭ ପାଇଁ ରାଜାଙ୍କୁ କହିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ବତ୍ଶେବା କହିଲେ; ଭଲ; ମୁଁ ତୁମ୍ଭ ପାଇଁ ରାଜାଙ୍କୁ କହିବି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ବ‌ତ୍‌ଶେବା କହିଲେ, “ଭଲ କଥା, ମୁଁ ତୁମ୍ଭ ପାଇଁ ରାଜାଙ୍କୁ କହିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ବତ୍‍ଶେବା କହିଲେ, “ଭଲ; ମୁଁ ତୁମ୍ଭ ପାଇଁ ରାଜାଙ୍କୁ କହିବି।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ବତ୍‍ଶେବା କହିଲେ, “ଭଲ; ମୁଁ ତୁମ୍ଭ ପାଇଁ ରାଜାଙ୍କୁ କହିବି।”