1 Kings 2:19 — Compare Translations

5 translations compared side by side

Odia - 1840
"ତେଣୁ ବତ୍ଶବୋ ଅଦୋନିଯ ପାଇଁ କହିବାକୁ ଶଲୋମନ ରାଜାଙ୍କ ନିକଟକୁ ଗଲେ। ରାଜା ଶଲୋମନ ତାଙ୍କୁ ଭଟେିବା ପାଇଁ ଉଠି ପ୍ରଣାମ କଲେ ଓ ନିଜ ସିଂହାସନ ରେ ବସି ରାଜମାତାଙ୍କ ନିମନ୍ତେ ଦାସମାନଙ୍କ ଦ୍ବାରା ଅନ୍ୟ ଏକ ଆସନ ରଖାଇଲେ। ତହିଁରେ ସେ ରାଜାଙ୍କ ଦକ୍ଷିଣ ପାଶର୍‌ବ ରେ ବସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ବତ୍ଶେବା ଅଦୋନୀୟ ନିମନ୍ତେ କହିବା ପାଇଁ ଶଲୋମନ ରାଜାଙ୍କ ନିକଟକୁ ଗଲେ। ତହୁଁ ରାଜା ତାଙ୍କୁ ଭେଟିବା ପାଇଁ ଉଠି ପ୍ରଣାମ କଲେ ଓ ଆପଣା ସିଂହାସନରେ ବସି ରାଜମାତାଙ୍କ ନିମନ୍ତେ ଆସନ ରଖାଇଲେ; ତହିଁରେ ସେ ତାଙ୍କର ଦକ୍ଷିଣ ପାଖରେ ବସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ବ‌ତ୍‌ଶେବା ଅଦୋନିୟ ପାଇଁ କହିବାକୁ ଶଲୋମନ ରାଜାଙ୍କ ନିକଟକୁ ଗଲେ। ରାଜା ଶଲୋମନ ତାଙ୍କୁ ଭେଟିବା ପାଇଁ ଉଠି ପ୍ରଣାମ କଲେ ଓ ନିଜ ସିଂହାସନରେ ବସି ରାଜମାତାଙ୍କ ନିମନ୍ତେ ଦାସମାନଙ୍କ ଦ୍ୱାରା ଅନ୍ୟ ଏକ ଆସନ ରଖାଇଲେ। ତହିଁରେ ସେ ରାଜାଙ୍କ ଦକ୍ଷିଣ ପାର୍ଶ୍ୱରେ ବସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ବତ୍‍ଶେବା ଅଦୋନୀୟ ନିମନ୍ତେ କହିବା ପାଇଁ ଶଲୋମନ ରାଜାଙ୍କ ନିକଟକୁ ଗଲେ। ତହୁଁ ରାଜା ତାଙ୍କୁ ଭେଟିବା ପାଇଁ ଉଠି ପ୍ରଣାମ କଲେ ଓ ଆପଣା ସିଂହାସନରେ ବସି ରାଜମାତାଙ୍କ ନିମନ୍ତେ ଆସନ ରଖାଇଲେ; ତହିଁରେ ସେ ତାଙ୍କର ଦକ୍ଷିଣ ପାଖରେ ବସିଲେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ବତ୍‍ଶେବା ଅଦୋନୀୟ ନିମନ୍ତେ କହିବା ପାଇଁ ଶଲୋମନ ରାଜାଙ୍କ ନିକଟକୁ ଗଲେ। ତହୁଁ ରାଜା ତାଙ୍କୁ ଭେଟିବା ପାଇଁ ଉଠି ପ୍ରଣାମ କଲେ ଓ ଆପଣା ସିଂହାସନରେ ବସି ରାଜମାତାଙ୍କ ନିମନ୍ତେ ଆସନ ରଖାଇଲେ; ତହିଁରେ ସେ ତାଙ୍କର ଦକ୍ଷିଣ ପାଖରେ ବସିଲେ।