1 Kings 2:21 — Compare Translations

5 translations compared side by side

Odia - 1840
"ତେଣୁ ବତ୍ଶବୋ କହିଲେ, ଶୁନମେୀୟା ଅବୀଶଗକୁ ତୁମ୍ଭ ଭାଇ ଅଦୋନିଯ ସହିତ ବିବାହ ଦିଆଯାଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେ କହିଲେ, ଶୁନେମୀୟା ଅବୀଶଗକୁ ତୁମ୍ଭ ଭାଇ ଅଦୋନୀୟ ସହିତ ବିବାହ ଦିଆଯାଉ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ବ‌ତ୍‌ଶେବା କହିଲେ, “ଶୁନେମୀୟା ଅବୀଶଗକୁ ତୁମ୍ଭ ଭାଇ ଅଦୋନିୟ ସହିତ ବିବାହ ଦିଆଯାଉ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେ କହିଲେ, “ଶୁନେମୀୟା ଅବୀଶଗକୁ ତୁମ୍ଭ ଭାଇ ଅଦୋନୀୟ ସହିତ ବିବାହ ଦିଆଯାଉ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେ କହିଲେ, “ଶୁନେମୀୟା ଅବୀଶଗକୁ ତୁମ୍ଭ ଭାଇ ଅଦୋନୀୟ ସହିତ ବିବାହ ଦିଆଯାଉ।”