1 Kings 2:22 — Compare Translations

5 translations compared side by side

Odia - 1840
"ରାଜା ଶଲୋମନ ତାଙ୍କ ମାତାଙ୍କୁ ପଚାରିଲେ, ତୁମ୍ଭେ ମାେତେ କାହିଁକି ଅବୀଶଗ ସହିତ ଅଦୋନିଯକୁ ବିବାହ ଦବୋ ପାଇଁ କହୁଛ? ତୁମ୍ଭେ ମାେତେ କାହିଁକି ପଗ୍ଭରୁନାହଁ ତାକୁ ରାଜା କରିବା ପାଇଁ? କାରଣ ସେ ତ ମାରେବଡଭାଇ। ଯାଜକ ଅବିଯାଥର ଓ ସରୁଯାର ପୁତ୍ର ଯୋୟାବ ତାକୁ ସମର୍ଥନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଶଲୋମନ ରାଜା ଉତ୍ତର କରି ଆପଣା ମାତାଙ୍କୁ କହିଲେ, ତୁମ୍ଭେ ଅଦୋନୀୟ ନିମନ୍ତେ ଶୁନେମୀୟା ଅବୀଶଗକୁ କାହିଁକି ମାଗୁଅଛ? ତାହା ପାଇଁ ରାଜ୍ୟ ମଧ୍ୟ ମାଗ, କାରଣ ସେ ତ ମୋହର ବଡ଼ ଭାଇ; ହଁ ତାହା ପାଇଁ, ପୁଣି ଅବୀୟାଥର ଯାଜକ ଓ ସରୁୟାର ପୁତ୍ର ଯୋୟାବ ପାଇଁ ମଧ୍ୟ ମାଗ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଶଲୋମନ ତାଙ୍କ ମାତାଙ୍କୁ ପଗ୍ଭରିଲେ, “ତୁମ୍ଭେ ମୋତେ କାହିଁକି ଅବୀଶଗ ସହିତ ଅଦୋନିୟକୁ ବିବାହ ଦେବା ପାଇଁ କହୁଛ? ତୁମ୍ଭେ ମୋତେ କାହିଁକି ପଗ୍ଭରୁ ନାହଁ ତାକୁ ରାଜା କରିବା ପାଇଁ? କାରଣ ସେ ତ ମୋର ବଡ଼ଭାଇ। ଯାଜକ ଅବିୟାଥର ଓ ସରୁୟାର ପୁତ୍ର ଯୋୟାବ ତାକୁ ସମର୍ଥନ କରନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଶଲୋମନ ରାଜା ଉତ୍ତର କରି ଆପଣା ମାତାଙ୍କୁ କହିଲେ, “ତୁମ୍ଭେ ଅଦୋନୀୟ ନିମନ୍ତେ ଶୁନେମୀୟା ଅବୀଶଗକୁ କାହିଁକି ମାଗୁଅଛ? ତାହା ପାଇଁ ରାଜ୍ୟ ମଧ୍ୟ ମାଗ, କାରଣ, ସେ ତ ମୋହର ବଡ଼ ଭାଇ; ହଁ ତାହା ପାଇଁ, ପୁଣି, ଅବୀୟାଥର ଯାଜକ ଓ ସରୁୟାର ପୁତ୍ର ଯୋୟାବ ପାଇଁ ମଧ୍ୟ ମାଗ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଶଲୋମନ ରାଜା ଉତ୍ତର କରି ଆପଣା ମାତାଙ୍କୁ କହିଲେ, “ତୁମ୍ଭେ ଅଦୋନୀୟ ନିମନ୍ତେ ଶୁନେମୀୟା ଅବୀଶଗକୁ କାହିଁକି ମାଗୁଅଛ?” ତାହା ପାଇଁ ରାଜ୍ୟ ମଧ୍ୟ ମାଗ, କାରଣ, ସେ ତ ମୋହର ବଡ଼ ଭାଇ; ହଁ ତାହା ପାଇଁ, ପୁଣି, ଅବୀୟାଥର ଯାଜକ ଓ ସରୁୟାର ପୁତ୍ର ଯୋୟାବ ପାଇଁ ମଧ୍ୟ ମାଗ।