1 Kings 2:23 — Compare Translations

5 translations compared side by side

Odia - 1840
"ରାଜା ଶଲୋମନ ସଦାପ୍ରଭୁଙ୍କ ନାମ ରେ ପ୍ରତିଜ୍ଞା କରି କହିଲେ, ମୁଁ ଶପଥ କରୁଛି ଯେ, ମୁଁ ଅଦୋନିଯକୁ ଏଥିପାଇଁ ମୂଲ୍ଯ ଦିଆ କରାଇବି। ଏବଂ ତା'ର ଜୀବନ ନବେି। ଅଦୋନିଯ ଏହି କଥା ଆପଣା ପ୍ରାଣ ବିରୁଦ୍ଧ ରେ କହି ନଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଶଲୋମନ ରାଜା ସଦାପ୍ରଭୁଙ୍କ ନାମରେ ଶପଥ କରି କହିଲେ, ଯେବେ ଅଦୋନୀୟ ଏହି କଥା ଆପଣା ପ୍ରାଣ ବିରୁଦ୍ଧରେ କହି ନ ଥାଏ, ତେବେ ପରମେଶ୍ଵର ମୋତେ ସେହି ଦଣ୍ତ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଶଲୋମନ ସଦାପ୍ରଭୁଙ୍କ ନାମରେ ପ୍ରତିଜ୍ଞା କରି କହିଲେ, “ମୁଁ ଶପଥ କରୁଛି ଯେ, ମୁଁ ଅଦୋନିୟକୁ ଏଥିପାଇଁ ମୂଲ୍ୟ ଦିଆ କରାଇବି ଏବଂ ତା’ର ଜୀବନ ନେବି। ଅଦୋନିୟ ଏହି କଥା ଆପଣା ପ୍ରାଣ ବିରୁଦ୍ଧରେ କହି ନ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଶଲୋମନ ରାଜା ସଦାପ୍ରଭୁଙ୍କ ନାମରେ ଶପଥ କରି କହିଲେ, “ଯେବେ ଅଦୋନୀୟ ଏହି କଥା ଆପଣା ପ୍ରାଣ ବିରୁଦ୍ଧରେ କହି ନ ଥାଏ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଶଲୋମନ ରାଜା ସଦାପ୍ରଭୁଙ୍କ ନାମରେ ଶପଥ କରି କହିଲେ, “ଯେବେ ଅଦୋନୀୟ ଏହି କଥା ଆପଣା ପ୍ରାଣ ବିରୁଦ୍ଧରେ କହି ନ ଥାଏ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।”