1 Kings 2:24 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାେତେ ଇଶ୍ରାୟେଲର ରାଜା କରିଛନ୍ତି, ସେ ମାେତେ ମାରେ ପିତା ଦାଉଦଙ୍କ ସିଂହାସନ ରେ ଅଧିଷ୍ଠିତ କରିଛନ୍ତି। ସଦାପ୍ରଭୁ ତାଙ୍କର ପ୍ରତୀଜ୍ଞା ରଖିଛନ୍ତି ଓ ମାେତେ ମାରେ ପରିବରକୁ ରାଜ୍ଯ ଦଇେଛନ୍ତି। ମୁଁ ସଦାପ୍ରଭୁଙ୍କ ନାମ ରେ ଶପଥ କରି କହୁଛି, ଯେ କୌଣସି ମତେ ଅଦୋନିଯ ଆଜି ନିଶ୍ଚଯ ହତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଯେଉଁ ସଦାପ୍ରଭୁ ନିଜ ପ୍ରତିଜ୍ଞାନୁସାରେ ମୋତେ ସୁସ୍ଥିର କରି ମୋʼ ପିତା ଦାଉଦଙ୍କ ସିଂହାସନରେ ମୋତେ ବସାଇଅଛନ୍ତି ଓ ଯେ ମୋʼ ଗୃହ ଦୃଢ଼ କରିଅଛନ୍ତି, ତାହାଙ୍କ ଜୀବିତ ଥିବା ପ୍ରମାଣେ ଅଦୋନୀୟ ନିଶ୍ଚୟ ଆଜି ହତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋତେ ଇସ୍ରାଏଲର ରାଜା କରିଛନ୍ତି, ସେ ମୋତେ ମୋର ପିତା ଦାଉଦଙ୍କ ସିଂହାସନରେ ଅଧିଷ୍ଠିତ କରିଛନ୍ତି। ସଦାପ୍ରଭୁ ତାଙ୍କର ପ୍ରତିଜ୍ଞା ରଖିଛନ୍ତି ଓ ମୋତେ ମୋର ପରିବରକୁ ରାଜ୍ୟ ଦେଇଛନ୍ତି। ମୁଁ ସଦାପ୍ରଭୁଙ୍କ ନାମରେ ଶପଥ କରି କହୁଛି, ଯେକୌଣସି ମତେ ଅଦୋନିୟ ଆଜି ନିଶ୍ଚୟ ହତ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଯେଉଁ ସଦାପ୍ରଭୁ ନିଜ ପ୍ରତିଜ୍ଞାନୁସାରେ ମୋତେ ସୁସ୍ଥିର କରି ମୋʼ ପିତା ଦାଉଦଙ୍କ ସିଂହାସନରେ ମୋତେ ବସାଇ ଅଛନ୍ତି ଓ ଯେ ମୋʼ ଗୃହ ଦୃଢ଼ କରିଅଛନ୍ତି, ତାହାଙ୍କ ଜୀବିତ ଥିବା ପ୍ରମାଣେ ଅଦୋନୀୟ ନିଶ୍ଚୟ ଆଜି ହତ ହେବ।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଯେଉଁ ସଦାପ୍ରଭୁ ନିଜ ପ୍ରତିଜ୍ଞାନୁସାରେ ମୋତେ ସୁସ୍ଥିର କରି ମୋ’ ପିତା ଦାଉଦଙ୍କ ସିଂହାସନରେ ମୋତେ ବସାଇ ଅଛନ୍ତି ଓ ଯେ ମୋ’ ଗୃହ ଦୃଢ଼ କରିଅଛନ୍ତି, ତାହାଙ୍କ ଜୀବିତ ଥିବା ପ୍ରମାଣେ ଅଦୋନୀୟ ନିଶ୍ଚୟ ଆଜି ହତ ହେବ।