1 Kings 2:25 — Compare Translations
5 translations compared side by side
Odia - 1840
"ରାଜା ଶଲୋମନ ଯିହାୟୋଦାରଦାର ପୁତ୍ର ବନାଯକୁ ପଠାଇଲେ ଓ ସେ ୟାଇ ଅଦୋନିଯକୁ ହତ୍ଯା କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଶଲୋମନ ରାଜା ଯିହୋୟାଦାର ପୁତ୍ର ବନାୟକୁ ପଠାଇଲେ; ତହୁଁ ସେ ତାହାକୁ ଆକ୍ରମଣ କରନ୍ତେ, ସେ ମଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଶଲୋମନ ଯିହୋୟାଦାର ପୁତ୍ର ବନାୟକୁ ପଠାଇଲେ ଓ ସେ ଯାଇ ଅଦୋନିୟକୁ ହତ୍ୟା କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଶଲୋମନ ରାଜା ଯିହୋୟାଦାର ପୁତ୍ର ବନାୟକୁ ପଠାଇଲେ; ତହୁଁ ସେ ତାହାକୁ ଆକ୍ରମଣ କରନ୍ତେ, ସେ ମଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଶଲୋମନ ରାଜା ଯିହୋୟାଦାର ପୁତ୍ର ବନାୟକୁ ପଠାଇଲେ; ତହୁଁ ସେ ତାହାକୁ ଆକ୍ରମଣ କରନ୍ତେ, ସେ ମଲା।