1 Kings 2:27 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଶୀଲୋ ରେ ଏଲିର ବଂଶ ବିଷଯ ରେ ଯାହା କହିଥିଲେ, ତାଙ୍କର ସହେି ବାକ୍ଯ ସିଦ୍ଧ କରିବା ପାଇଁ ଶଲୋମନ ଅବିଯାଥରକୁ ଯାଜକ କର୍ମରୁ ନିବୃତ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ସଦାପ୍ରଭୁ ଶୀଲୋରେ ଏଲିର ବଂଶ ବିଷୟରେ ଯାହା କହିଥିଲେ, ତାହାଙ୍କର ସେହି ବାକ୍ୟ ସିଦ୍ଧ କରିବା ପାଇଁ ଶଲୋମନ ଅବୀୟାଥରକୁ ସଦାପ୍ରଭୁଙ୍କ ଯାଜକକର୍ମରୁ ଦୂର କରିଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଶୀଲୋରେ ଏଲିର ବଂଶ ବିଷୟରେ ଯାହା କହିଥିଲେ, ତାଙ୍କର ସେହି ବାକ୍ୟ ସିଦ୍ଧ କରିବା ପାଇଁ ଶଲୋମନ ଅବିୟାଥରକୁ ଯାଜକ କର୍ମରୁ ନିବୃତ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ସଦାପ୍ରଭୁ ଶୀଲୋରେ ଏଲିର ବଂଶ ବିଷୟରେ ଯାହା କହିଥିଲେ, ତାହାଙ୍କର ସେହି ବାକ୍ୟ ସିଦ୍ଧ କରିବା ପାଇଁ ଶଲୋମନ ଅବୀୟାଥରକୁ ସଦାପ୍ରଭୁଙ୍କ ଯାଜକ କର୍ମରୁ ଦୂର କରିଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ସଦାପ୍ରଭୁ ଶୀଲୋରେ ଏଲିର ବଂଶ ବିଷୟରେ ଯାହା କହିଥିଲେ, ତାହାଙ୍କର ସେହି ବାକ୍ୟ ସିଦ୍ଧ କରିବା ପାଇଁ ଶଲୋମନ ଅବୀୟାଥରକୁ ସଦାପ୍ରଭୁଙ୍କ ଯାଜକ କର୍ମରୁ ଦୂର କରିଦେଲେ।