1 Kings 2:28 — Compare Translations

5 translations compared side by side

Odia - 1840
"ଯୋୟାବ ଯେତବେେଳେ ଏହା ଶୁଣିଲା, ସେ ଭୟଭୀତ ହାଇେ ପଡିଲା। କାରଣ ସେ ଅବଶା ଲୋମର ଅନୁଗାମୀ ନ ହାଇେ ଅଦୋନିଯର ଅନୁଗାମୀ ହାଇେଥିଲା। ତେଣୁ ସେ ସଦାପ୍ରଭୁଙ୍କ ତମ୍ବୁକୁ ୟାଇ ୟଜ୍ଞବଦେୀର ଶିଙ୍ଗକୁ ଅବଲମ୍ବନ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯୋୟାବ ନିକଟରେ ସମ୍ଵାଦ ଉପସ୍ଥିତ ହେଲା, କାରଣ ଯୋୟାବ ଯଦ୍ୟପି ଅବଶାଲୋମର ଅନୁଗାମୀ ହେବା ପାଇଁ ବିପଥଗାମୀ ହୋଇ ନ ଥିଲା, ତଥାପି ଅଦୋନୀୟର ଅନୁଗାମୀ ହେବା ପାଇଁ ବିପଥଗାମୀ ହେଲା । ସେଥି ସକାଶୁ ଯୋୟାବ ସଦାପ୍ରଭୁଙ୍କ ତମ୍ଵୁକୁ ପଳାଇ ଯଜ୍ଞବେଦିର ଶୃଙ୍ଗ ଅବଲମ୍ଵନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାବ ଯେତେବେଳେ ଏହା ଶୁଣିଲା, ସେ ଭୟଭୀତ ହୋଇ ପଡ଼ିଲା। କାରଣ ସେ ଅବଶାଲୋମର ଅନୁଗାମୀ ନ ହୋଇ ଅଦୋନିୟର ଅନୁଗାମୀ ହୋଇଥିଲା। ତେଣୁ ସେ ସଦାପ୍ରଭୁଙ୍କ ତମ୍ବୁକୁ ଯାଇ ଯଜ୍ଞବେଦିର ଶିଙ୍ଗକୁ ଅବଲମ୍ବନ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଯୋୟାବ ନିକଟରେ ସମ୍ବାଦ ଉପସ୍ଥିତ ହେଲା, କାରଣ ଯୋୟାବ ଯଦ୍ୟପି ଅବଶାଲୋମର ଅନୁଗାମୀ ହେବା ପାଇଁ ବିପଥଗାମୀ ହୋଇ ନ ଥିଲା, ତଥାପି ଅଦୋନୀୟର ଅନୁଗାମୀ ହେବା ପାଇଁ ବିପଥଗାମୀ ହେଲା। ସେଥିସକାଶୁ ଯୋୟାବ ସଦାପ୍ରଭୁଙ୍କ ତମ୍ବୁକୁ ପଳାଇ ଯଜ୍ଞବେଦିର ଶୃଙ୍ଗ ଧରିପକାଇଲା।
Odia IRV 2017 (ଓଡିଆ ବାଇବେଲ)